ଆଜିଠୁ ବିଧାନସଭା ମୌସୁମୀ ଅଧିବେଶନ: ଆଗତ ହେବ ପୂର୍ଣ୍ଣାଙ୍ଗ ବଜେଟ୍

ଭୁବନେଶ୍ୱର(ଆମ ଟିଭି): ଆଜିଠୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ । ଏହି ପରିପ୍ରେକ୍ଷୀରେ ଆଜି ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରାଯିବ । କାହିଁକି ନା ପୂର୍ବରୁ…

ରଥରେ ଫିଟିଲା ବିଦ୍ୟାରାଣ, ହଲରେ ଦର୍ଶକଙ୍କ ପ୍ରବଳ‌ ଭିଡ 

ଭୁବନେଶ୍ବର (ଆମ ଟିଭି): ଶେଷରେ ଫିଟିଛି ବିଦ୍ୟାରାଣ । ପବିତ୍ର ରଥଯାତ୍ରାରେ ମୁକ୍ତିଲାଭ କରିଛି ବହୁ ପ୍ରତିକ୍ଷୀତ ଓଡିଆ ଚଳଚ୍ଚିତ୍ର ‘ବିଦ୍ୟାରାଣ’ । ସାରା ଓଡିଶାର ୭୦ଟି ସିନେମା ହଲରେ…

ଜୀ ସାର୍ଥକରେ ଦେଖନ୍ତୁ ‘ସିନେ ମହାମିଳନ’ ଜୁଲାଇ ୩ ତାରିଖରେ 

ଭୁବନେଶ୍ୱର (ଆମ ଟିଭି): ଜୀ ସାର୍ଥକ ଓଡିଆ ଦର୍ଶକଙ୍କୁ ଭେଟି ଦେବାକୁ ଯାଉଛି "ସିନେ ମହାମିଳନ" । ଏଇ ରବିବାର ସଂଧ୍ୟା ୬ଟା ୩୦ରେ ଏହାର ପ୍ରସାରଣ ହେବ । ଏହି ମହାମଞ୍ଚରେ ଓଡିଶା ସିନେ…

ସମଗ୍ର ଦେଶ ନିକଟରେ କ୍ଷମାପ୍ରାର୍ଥନା କରିବା ଉଚିତ ନୂପୁର ଶର୍ମା: ସୁପ୍ରିମ୍ କୋର୍ଟ

ନୂଆଦିଲ୍ଲୀ(ଆମ ଟିଭି): ପୈଗମ୍ବର ମହମ୍ମଦଙ୍କ ଉପରେ ବିବାଦୀୟ ଟିପ୍ପଣୀ ଦେବା ଘଟଣାରେ ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟଙ୍କ କଡା ଭର୍ତ୍ସନା। ବିବାଦୀୟ ମନ୍ତବ୍ୟ ଦେଇ ଉପସାଗରୀୟ ଦେଶରେ ଭୀଷଣ…

ବଡ଼ଦାଣ୍ଡରେ ଘିରିଘିରି ହୋଇ ଗଡ଼ୁଛି ରଥ, ମାଉସୀ ମା ଘର ଅଭିମୁଖେ ଯାଉଛନ୍ତି ତିନି ଠାକୁର

ପୁରୀ(ଆମ ଟିଭି): ବଡ଼ଦାଣ୍ଡରେ ଘିରିଘିରି ହୋଇ ଗଡ଼ୁଛି ରଥ । ମାଉସୀ ମା ଘର ଅଭିମୁଖେ ଯାଉଛନ୍ତି ତିନି ଠାକୁର। ପ୍ରଥମେ ଗଡ଼ିଲା ବଡ଼ ଭାଇ ବଳଭଦ୍ରଙ୍କ ତାଳଧ୍ଵଜ ରଥ। ତାଳଧ୍ଵଜ ପଛେ ପଛେ ଆସୁଛି…

ତିନି ରଥରେ ଛେରାପହଁରା କଲେ ଗଜପତି ମହାରାଜ

ପୁରୀ(ଆମ ଟିଭି) : ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଏହି ଅବସରରେ ତିନି ରଥରେ ଛେରାପହଁରା ନୀତି କରିଛନ୍ତି ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟ ସିଂହ ଦେବ। ଗଜପତି ଶ୍ରୀନହରରୁ…

ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ଦେହାନ୍ତ

ଭୁବନେଶ୍ଵର(ଆମ ଟିଭି): ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ଦେହାନ୍ତ। ଶୁକ୍ରବାର ରଥଯାତ୍ରାରେ ଫଟୋ ଉଠାଇବା ପାଇଁ ଭୁବନେଶ୍ଵରରୁ ପୁରୀ ଅଭିମୁଖେ ଯାଉଥିବା ବେଳେ ପୁରୀ…

ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା, ରଥାରୂଢ ଚତୁର୍ଦ୍ଧା ବିଗ୍ରହଙ୍କୁ ଦେଖୁଛି ବିଶ୍ୱ

ପୁରୀ(ଆମ ଟିଭି): ଆଜି ପବିତ୍ର ରଥଯାତ୍ରା । କରୋନା ମହାମାରୀ ପରେ ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ହୋଇଛି ଭକ୍ତ ଓ ଭଗବାନଙ୍କର ମହାମିଳନ । ରଥାରୂଢ ଚତୁର୍ଦ୍ଧା ବିଗ୍ରହଙ୍କୁ ଦେଖୁଛି ବିଶ୍ୱ ।…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଉଦ୍ଧବ ଠାକରେ

ମୁମ୍ବାଇ(ଆମ ଟିଭି): ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଉଦ୍ଧବ ଠାକରେ । ଗୁରୁବାର ଫ୍ଲୋର ଟେଷ୍ଟ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେବାପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଠାକରେ…

ଜୁଲାଇ ୮ରେ ମୁକ୍ତିଲାଭ କରିବ ‘ମାୟାଦର୍ପଣ’

ଭୁବନେଶ୍ୱର (ଆମ ଟିଭି): ଜୁଲାଇ ୮ ପବିତ୍ର ବାହୁଡା଼ ଯାତ୍ରା ଅବସରରେ ମୁକ୍ତିଲାଭ କରିବ ଦ୍ୱିଭାଷୀ ଚଳଚ୍ଚିତ୍ର ମାୟାଦର୍ପଣ । ଉଭୟ ଓଡ଼ିଆ ଓ ହିନ୍ଦୀ ଭାଷାରେ ପ୍ରସ୍ତୁତ ଏହି ସିନେମାଟି…