ଏଥର ବାଲିଯାତ୍ରାରେ ଲାଗିବନି ବିପଦଜ୍ଜନକ ଦୋଳି, ଅଧିକ ପୁରୁଣା ଦୋଳି ନ ଲଗାଇବାକୁ ମହାସଂଘର ନିଷ୍ପତ୍ତି
କଟକ : ଏଥର ବାଲିଯାତ୍ରାରେ ମିଳିବନି ଦୋଳିର ମଜା । ଲାଗିବନି ବିପଦଜ୍ଜନକ ଦୋଳି । “ହାମର’ ଦୋଳି ଓ “ସିଙ୍ଗଲ ଟାୱାର” ଦୋଳି ଉପରେ ବ୍ୟାନ୍ ପାଇଁ ମୀନାବଜାର ମହାସଂଘ ନିଷ୍ପତ୍ତି ନେଇଛି । ଅଧିକ…