୩୧ ରୁ ରତ୍ନଭଣ୍ଡାର ଗଣତି, ଶ୍ରୀମନ୍ଦିର ପ୍ରଶାସନର ସୂଚନା

ପୁରୀ: ଆସନ୍ତା ୩୧ ଓ ୧ ତାରିଖରେ ହେବ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି । ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ ବ୍ୟବସ୍ଥାବଳୀ ଅନୁଯାୟୀ ଗଣତି କରାଯିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ…

ପିଆଜ ପାଇଁ ପକେଟ୍‌କୁ ମହଙ୍ଗା ମାଡ଼, କେଜି ଛୁଇଁଲା ୫୦ ଟଙ୍କା

କଟକ: ପିଆଜ ଦର ଆକାଶ ଛୁଆଁ । କଟକ ଛତ୍ର ବଜାର ପରିବା ମାର୍କେଟରେ ପିଆଜ କେଜି ରହିଛି ୫୦ଟଙ୍କା । ୩ କେଜିକୁ ୧୪୦ ଟଙ୍କା ରହିଛି। କିଛି ଦିନ ତଳେ ପିଆଜ ୩୫ ଟଙ୍କା ରହିଥିଲା । ହଠାତ ପିଆଜ ଦର…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଆଗାମୀ ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ

ଭୁବନେଶ୍ବର: ପଛକୁ ପଛ ଲଘୁଚାପ । ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲୋ ପ୍ରେସର। ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ତତସଂଲଗ୍ନ ବାଂଲାଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ…

ସପ୍ତାହେ ପ୍ରବଳ ବର୍ଷିବ, ୨୭ ତାରିଖ ଯାଏ ଭିଜିବ ରାଜ୍ୟ

ସପ୍ତାହେ ପ୍ରବଳ ବର୍ଷିବ । ୨୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ଆଜି ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ…

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଜାପାନ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ: ଭାରତକୁ ସରକାରୀ ଗସ୍ତରେ ଥିବା ଜାପାନର ପ୍ରତିରକ୍ଷା ମନ୍ତ୍ରୀ ସିଞ୍ଜିରୋ କୋଇଜୁମି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀ ଜୁଲାଇ ୨୦୨୬ରେ ଷୋଡ଼ଶ…

ଜୟପୁରରେ ସରକାରୀ ସ୍କୁଲରେ ପହଞ୍ଚିଥିଲେ CJP କର୍ମୀ, ବାହାର କରିଦେଲେ ଗ୍ରାମବାସୀ

ଜୟପୁର : ରାଜସ୍ଥାନର ଜୟପୁରରେ CJP କର୍ମୀଙ୍କୁ ଆକ୍ରମଣ କରିଛନ୍ତି ଗ୍ରାମବାସୀ । CJP କର୍ମୀଙ୍କୁ ଠେଲାପେଲା କରିବା ସହ ଗୋଡ଼ାଇ ଗୋଡ଼ାଇ ପିଟିଥିଲେ ଗ୍ରାମବାସୀ । ରାଜସ୍ଥାନ ଜୟପୁରର ରାମପୁରା…

ଅନଲାଇନ ଅଟୋ ଚାଳକଙ୍କ ହିଂସାତ୍ମକ ଆଚରଣ ଘଟଣା, କ୍ଷମା ମାଗିଲା ସଂଘ

ଭୁବନେଶ୍ୱର : ମାଷ୍ଟରକ୍ୟାଣ୍ଟିନରେ ଅନଲାଇନ ଅଟୋ ଚାଳକଙ୍କ ହିଂସାତ୍ମକ ଆଚରଣ । ମୁହଁ ଖୋଲିଲେ ସ୍ମାର୍ଟ ସିଟି ଅନଲାଇନ ଟ୍ୟାକ୍ସି ଓ ଅଟୋମହାସଂଘର ସଭାପତି ଦୀନବନ୍ଧୁ ନାୟକ । ସେଦିନର ଘଟଣା…

ଜେଲ୍ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣ ବୃଦ୍ଧି, ଉପକୃତ ହେବେ ୨୫୦୦ କର୍ମଚାରୀ ଓ ଅଧିକାରୀ

ଭୁବନେଶ୍ୱର : ରାଜ୍ୟ ସରକାର ଜେଲ ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କ ପାଇଁ ବାର୍ଷିକ ୟୁନିଫର୍ମ ଭତ୍ତା ଦୁଇ ଗୁଣ ବୃଦ୍ଧି କରିବାକୁ ଅନୁମୋଦନ କରିଛନ୍ତି । ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ…

ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଦୁଃଖଦ ଖବର, ଚାଲିଗଲେ ସ୍ଵରର ଯାଦୁଗର ପ୍ରଣବ ପଟ୍ଟନାୟକ

ଭୁବନେଶ୍ୱର : ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଆସିଲା ଦୁଃଖଦ ଖବର । ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ହୋଇଛି । ୮୮ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଓଡ଼ିଆ…

ରକ୍ଷା ବନ୍ଧନରେ ଆସିବ ସୁଭଦ୍ରା ଟଙ୍କା, ପ୍ରଥମ ଥର ପାଇବେ ୨.୨୧ ଲକ୍ଷ ହିତାଧିକାରୀ

ଭୁବନେଶ୍ୱର : ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ପାଇଁ ଖୁସି ଖବର । ଆସନ୍ତା ୨୮ ତାରିଖରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା । ରକ୍ଷାବନ୍ଧନ ଅବସରରେ ଯୋଗ୍ୟ ହିତାଧିକାରୀଙ୍କୁ ୧…