ସୁଭଦ୍ରାକୁ ନେଇ ଉପ-ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା; ୨ ଲକ୍ଷ ୮୫ ହଜାର ହିତାଧିକାରୀଙ୍କର ହେବ ଡୋର୍ ଟୁ ଡୋର୍ ସର୍ଭେ
ସୁଭଦ୍ରା ସମୀକ୍ଷା ପରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା । ତୃତୀୟ ପର୍ୟ୍ୟାୟରୁ ବଞ୍ଚିତ ହୋଇଥିବା ୨ ଲକ୍ଷ ୮୫ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ହେବ ଡୋର୍ ଟୁ ଡୋର୍…