ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରାବଣ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି…

ତାରପୀଠ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ, 7 ମୃତ, ମୃତ୍ୟୁ ସଂଖ୍ୟା ବୃଦ୍ଧି ଆଶଙ୍କା

କଲିକତା: ଆଜି ସକାଳୁ ପଶ୍ଚିମବଙ୍ଗ ବୀରଭୂମିର ତାରାପୀଠରେ ଏକ ଘରୋଇ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ 7 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି ।…

UGC-NET 2026 ପ୍ରଶ୍ନପତ୍ରରେ ତ୍ରୁଟି, 3ଟି ବଷୟର ପୁଣି ପରୀକ୍ଷା କରିବ NTA

ନୂଆଦିଲ୍ଲୀ: ଜୁନ୍ 2026ରେ ଅନୁଷ୍ଠିତ ହୋଇଥିବା UGC NET ପରୀକ୍ଷା ପୁନଃ ପରିଚାଳନା କରିବାକୁ ନିଷ୍ପତ୍ତି ନିଆଯାଇଛି । ଇଂରାଜୀ, ବାଣିଜ୍ୟ ଏବଂ ସମାଜଶାସ୍ତ୍ର (Sociology)ପାଇଁ ପୁଣିଥରେ…

ଅଶୋକଧାମ ପରେ ମହାକାଳ ମନ୍ଦିରରେ ଦଳାଚକଟା ସ୍ଥିତି, ଅନେକ ଶ୍ରଦ୍ଧାଳୁ ଆହତ

ମଧ୍ୟପ୍ରଦେଶ : ଶ୍ରାବଣ ୩ୟ ସୋମବାରରେ ଉଜ୍ଜୈନ ମହାକାଳେଶ୍ବର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିରହିଛି । ଏଠାରେ ବର୍ଷକୁ ଥରେ ଖୋଲୁଥିବା ନାଗଚନ୍ଦ୍ରେଶ୍ବର ମନ୍ଦିରରେ ଦର୍ଶନ ପାଇଁ…

ନିସ୍ ଗ୍ଲୋବାଲ ସ୍କୁଲରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର, ଛତାବର ସ୍ଥିତ ନିସ୍ ଗ୍ଲୋବାଲ ସ୍କୁଲ ଓ ନିସ୍ ଇଂଜିରିୟରିଂ କଲେଜ ପରିସରରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଉଅଛି l ଉକ୍ତ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର…

ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲା ରାମପୁରହାଟରେ ରବିବାର ସକାଳେ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିଧାନସଭାର ପୂର୍ବତନ ଉପବାଚସ୍ପତି ତଥା ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ଆଶିଷ…

ବନ୍ଦେ ମାତରମ୍’କୁ ଅବମାନନା ଅଭିଯୋଗ ; ସୋନିଆ ଗାନ୍ଧୀଙ୍କୁ କ୍ଷମା ମାଗିବାକୁ କହିଲେ ଅମିତ ଶାହ

ଅଗଷ୍ଟ ୧୫ ସ୍ବାଧୀନତା ଦିବସ ଅବସରରେ କଂଗ୍ରେସ ମୁଖ୍ୟାଳୟରେ ଜାତୀୟ ସଂଗୀତ ‘ବନ୍ଦେ ମାତରମ୍’ ଗାନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏବେ ତୀବ୍ର ରୂପ ନେଇଛି। ଜାତୀୟ ସଂଗୀତ ଗାନକୁ ମଝିରୁ ବନ୍ଦ…

ବନ୍ୟା ଓ ବର୍ଷା ପାଇଁ ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ୍ :ମୁଖ୍ୟ ସଚିବ ଅନୁ ଗର୍ଗ

୩ ଦିନ ବଡ଼ ବର୍ଷା । ଆଜିଠୁ ଆସନ୍ତା ୧୮ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏନେଇ ସମସ୍ତ…

ଏଲପିଜି ସିଲିଣ୍ଡର e-KYCର ଆଜି ଶେଷ ଦିନ, ନକଲେ ଦେବାକୁ ପଡ଼ିପାରେ ଅଧିକ ଦାମ୍

ଘରୋଇ ଏଲପିଜି ଗ୍ୟାସ୍ କନେକ୍ସନଧାରୀଙ୍କ ପାଇଁ ଆଧାର ଭିତ୍ତିକ e-KYC କରାଇବାର ଆଜି (୧୬ ଅଗଷ୍ଟ ୨୦୨୬) ଶେଷ ଦିନ । ଯଦି ଆଜି ରାତି ୧୨ଟା ସୁଦ୍ଧା e-KYC ନକରନ୍ତି, ତେବେ ଗ୍ରାହକଙ୍କୁ…

ଅଜୟ ଦେବଗନ ଏବଂ ଶାହରୁଖ ଖାନଙ୍କୁ ନୋଟିସ ଜାରି: ତମାଖୁ ପ୍ରଚାର ପାଇଁ ସ୍ପଷ୍ଟୀକରଣ ମାଗିଲା ଏଫଡିଏ

ମୁମ୍ବାଇ: ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (ଏଫଡିଏ) ଏକ ବିଜ୍ଞାପନ ସମ୍ପର୍କରେ ଚଳଚ୍ଚିତ୍ର ଅଭିନେତା ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କୁ କାରଣ ଦର୍ଶାଅ ନୋଟିସ ଜାରି…