ଲୋକସଭାରେ ପାରିତ ହେଲା VB–G RAM G ବିଲ୍‌, କାଗଜପତ୍ର ଚିରି ଫିଙ୍ଗିଦେଲେ ବିରୋଧୀ

ପ୍ରବଳ ବିରୋଧ ମଧ୍ୟରେ ଲୋକସଭାରେ ଜି ରାମଜୀ ବିଲ୍ ପାରିତ ହୋଇଛି । ହେଲେ ବିରୋଧୀ ଦଳ ବିଲ୍ ପାସ୍ ହେବା ପରେ ପ୍ରବଳ ହଟ୍ଟଗୋଳ ସୃଷ୍ଟି କରିଥିଲେ । ବିଲର କାଗଜପତ୍ର ଚିରି ଫିଙ୍ଗି ଦେଇଥିଲେ।…

ଗର୍ଭବତୀ ମା’ କୁ ରକ୍ତଦାନ କଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ଭୁବନେଶ୍ବର (ଆମ ଟିଭି): କଳାହାଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କୁଚଗାଁ ଗ୍ରାମର ଧରିତ୍ରୀ ଖମାରି (୨୨) ଗର୍ଭବେଦନା ପାଇଁ ସ୍ତ୍ରୀ ଏବଂ ପ୍ରସୂତୀ ବିଭାଗରେ ଚିକିତ୍ସିତ ହେଉଥିଲେ |…

କିସ୍‌ ଛାତ୍ର ହତ୍ୟା ମାମଲା: କିସ୍‌ କର୍ତ୍ତୃପକ୍ଷ କରିଛନ୍ତି ଅବହେଳା: OSCPCR

ଭୁବନେଶ୍ବର (ଆମ ଟିଭି): କିସ୍‌ ଛାତ୍ର ହତ୍ୟା ମାମଲାରେ OSCPCR ଅଧ୍ୟକ୍ଷା ବବିତା ପାତ୍ରଙ୍କ କଡ଼ା ଆଭିମୁଖ୍ୟ । ଦେଢ଼ ଘଣ୍ଟା ଧରି ଅନୁଧ୍ୟାନ କରିବା ପରେ ପ୍ରତିକ୍ରିୟା ରଖିଲେ ବବିତା ପାତ୍ର…

ସୁଦାନରୁ ଫେରି ପ୍ରଧାନମନ୍ତ୍ରୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଧନ୍ୟବାଦ ଜଣାଇଲେ…

ଭୁବନେଶ୍ବର (ଆମ ଟିଭି): ସୁଦାନରୁ ଫେରିଥିବା ଓଡ଼ିଆ ଯୁବକ ଆଦର୍ଶ ବେହେରା ଭୁବନେଶ୍ୱରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଏସ ଜୟଶଙ୍କର ଏବଂ…

ମାନସିକ ଅବସାଦର ଚରମ ସୀମାରେ ପହଁଚିଛି ବିଜେଡି: ବିରଂଚି ନାରାୟଣ ତ୍ରିପାଠୀ

ଭୁବନେଶ୍ବର (ଆମ ଟିଭି): ଆଜି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ପ୍ରେସ୍ ବିବୃତି ଜରିଆରେ ରାଜ୍ୟ ସାଧାରଣ ସମ୍ପାଦକ ବିରଂଚି ନାରାୟଣ ତ୍ରିପାଠୀ ବିଜୁ ଜନତା ଦଳ ଉପରେ ବର୍ଷିଛନ୍ତି । ସେ…

ବରଗଡ଼ ରୋଡ୍‌-ନୂଆପଡ଼ା ରୋଡ୍‌ ନୂଆ ରେଳ ଲାଇନ ପାଇଁ ଜମି ଅଧିଗ୍ରହଣ ଜାରି ରହିଛି: ରେଳ ମନ୍ତ୍ରୀ

ନୂଆଦିଲ୍ଲୀ (ଆମ ଟିଭି): ବରଗଡ଼ ରୋଡ୍‌ -ନୂଆପଡ଼ା ରୋଡ୍‌ ନୂଆ ରେଳ ଲାଇନକୁ ‘ସ୍ୱତନ୍ତ୍ର ରେଳ ପ୍ରକଳ୍ପ’ ଭାବେ ବିଜ୍ଞପିତ କରାଯାଇଛି ଏବଂ ଏହି ପ୍ରକଳ୍ପ ଲାଗି ଦ୍ରୁତ ଗତିରେ ଜମି ଅଧିଗ୍ରହଣ…

ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ଆମ ଟିଭି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ସେ ପ୍ରଥମ ଦ୍ୱିପାକ୍ଷିକ ଇଥିଓପିଆ ଗସ୍ତରେ ଥିବାରୁ, ଏହା ତାଙ୍କ…

IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍‌ ସୋଲ୍ଡ

IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ ସେ ମିନି ଅକ୍ସନରେ ଗ୍ରୀନ IPL…

ଚାଷୀ ଆନ୍ଦୋଳନକୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ: ବିରୋଧୀଙ୍କୁ ଦେଲେ କଡ଼ା ଜବାବ

ଧାନ ବିକ୍ରି ପାଇଁ ଚାଷୀଙ୍କୁ ମିଳୁନାହିଁ ଟୋକନ। ଏନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ଚାଷୀ ଆନ୍ଦୋଳନ ଦେଖାଦେଇଛି। ଏଭଳିସ୍ଥତିରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଚାଷୀ…

ଭାରତ ଆସୁଛନ୍ତି ଲୁଥ୍ରା ବ୍ରଦର୍ସ, ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିବା ପରେ ଗିରଫ କରିବ ଗୋଆ ପୋଲିସ

ଥାଇଲ୍ୟାଣ୍ଡରୁ ଦିଲ୍ଲୀ ଫେରୁଛନ୍ତି ଲୁଥ୍ରା ବ୍ରଦର୍ସ । ଗୋଆ ‘ବର୍ଚ୍ଚ ବାଏ ରୋମିଓ ଲେନ୍’ ନାଇଟକ୍ଲବର ମାଲିକ ଦୁଇ ଭାଇ ସୌରଭ ଲୁଥ୍ରା ଓ ଗୌରବ ଲୁଥ୍ରା ଆଜି ଭାରତ ଫେରୁଛନ୍ତି । ଗୋଆ ପୋଲିସର…