ରାଜଧାନୀରେ ଗର୍ଜିଲେ କନିଷ୍ଠ ଶିକ୍ଷକ, ସ୍ଥାୟୀ ନିଯୁକ୍ତି ଦାବିରେ ଲୋୟର ପିଏମଜିରେ ବିଶାଳ ଗଣଧାରଣା

ଭୁବନେଶ୍ୱର : ରାଜଧାନୀରେ ଗର୍ଜିଲେ କନିଷ୍ଠ ଶିକ୍ଷକ । ସ୍ଥାୟୀ ନିଯୁକ୍ତି ଦାବିରେ ଲୋୟର ପିଏମଜିରେ ବିଶାଳ ଗଣଧାରଣା । ​ସରକାରଙ୍କ ବିଜ୍ଞପ୍ତି ସତ୍ତ୍ୱେ ନିୟମିତ ହେଉ ନାହାନ୍ତି ୧୩ ହଜାରରୁ…

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ସାମ୍ବାଦିକ ସମ୍ମିଳନୀ*

ଆନୋନିମସ ଫିଲ୍ମସ ଏବଂ କେ.ଏଫ. ଟି. ଆଇ । ଦ୍ୱାରା ଆୟୋଜିତ ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି l ଏହି ସାମ୍ବାଦିକ ସମ୍ମିଳନୀରେ ଓଡିଶା ସଂଗଠନ…

ବୀର ଯବାନ ଏବଂ ସେମାନଙ୍କ ପରିବାର କରିପାରିବେ ଆଜୀବନ ମାଗଣା ରେଳଯାତ୍ରା, ନଭେମ୍ବର ୧ରୁ ହେବ ଟିକେଟ ବୁକିଂ

Free Railway Travel ଦେଶର ବୀର ଯବାନ ଏବଂ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ସେନା ମେଡାଲ, ନୌସେନା ମେଡାଲ ଏବଂ ବାୟୁସେନା ମେଡାଲରେ ସମ୍ମାନିତ ଯବାନ…

EPF ଉପରେ ମୋଦୀ ସରକାରଙ୍କ ବଡ଼ ନିଷ୍ପତ୍ତି, ଦରମା ସୀମା ୧୫,୦୦୦ ଟଙ୍କାରୁ ୨୫,୦୦୦ ଟଙ୍କାକୁ ବୃଦ୍ଧି

ନୂଆଦିଲ୍ଲୀ : ଇପିଏଫଓକୁ ନେଇ ଆସିଲା ବଡ ଖବର। ବୁଧବାର ଦିନ କେନ୍ଦ୍ର କ୍ୟାବିନେଟ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ ( ଇପିଏଫଓ) ଅଧୀନରେ ବାଧ୍ୟତାମୂଳକ କଭରେଜ୍ ପାଇଁ ଦରମା ସୀମା…

ଗଣେଶ ବିସର୍ଜନ ପାଇଁ ବେଙ୍ଗାଲୁରୁରେ ମଦକୁ ନା

ବେଙ୍ଗାଲୁରୁ: ଗଣେଶ ଚତୁର୍ଥୀ ବିସର୍ଜନ ଶୋଭାଯାତ୍ରାକୁ ଦୃଷ୍ଟିରେ ରଖି ବେଙ୍ଗାଲୁରୁରେ ମଦ ବିକ୍ରୟ ଉପରେ ଜାରି ହେଲା କଟକଣା। ସହରର କିଛି ନିର୍ଦ୍ଦିଷ୍ଟ ଅଞ୍ଚଳରେ ମଦ ବିକ୍ରୟ ଉପରେ କଟକଣା…

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

ନୂଆଦିଲ୍ଲୀ: ବଲିଉଡ ଅଭିନେତା ରାଜପାଲ ଯାଦବଙ୍କୁ ୯ କୋଟି ଟଙ୍କାର ଚେକ୍-ବାଉନ୍ସ ମାମଲାରେ ସୁପ୍ରିମକୋର୍ଟରୁ ମଧ୍ୟବର୍ତ୍ତୀକାଳୀନ ଆଶ୍ୱସ୍ତି ମିଳିଛି। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତଙ୍କ…

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

ନୂଆଦିଲ୍ଲୀ: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ କରାଯିବାକୁ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ୍ (MDR) ସମ୍ପର୍କରେ ଏକ ନୂତନ ନିଷ୍ପତ୍ତି ଘୋଷଣା କରିଛନ୍ତି।…

ମହାକାଶରେ ଅସ୍ତ୍ର ମୁତୟନ କରିଛି ଆମେରିକା, ଯୁଦ୍ଧ ପ୍ରସ୍ତୁତି ବନ୍ଦ କରିବାକୁ ଚେତାବନୀ ଶୁଣାଇଲା ଚୀନ

ନୂଆଦିଲ୍ଲୀ :  ମହାକାଶରେ ଅସ୍ତ୍ର ମୁତୟନ କରିଛି ଆମେରିକା ।  ଯୁଦ୍ଧ ପ୍ରସ୍ତୁତି ବନ୍ଦ କରିବାକୁ ଚେତାବନୀ ଶୁଣାଇଲା ଚୀନ। ମହାକାଶରେ ଅସ୍ତ୍ର ମୁତୟନ କରିଥିବା ନେଇ ସାର୍ବଜନୀନ ଭାବେ…

ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ, କଂଗ୍ରେସର ବଡ଼ ପ୍ରସ୍ତୁତି

ଭୁବନେଶ୍ୱର : ଓଡ଼ିଶାରେ ସଂଗଠନକୁ ଅଧିକ ସକ୍ରିୟ କରିବା ସହ ଯୁବପିଢ଼ିକୁ ନିଜ ସହ ଯୋଡ଼ିବା ପାଇଁ ବଡ଼ ପ୍ରସ୍ତୁତି ଆରମ୍ଭ କରିଛି କଂଗ୍ରେସ ।  ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ…

ରାଜ୍ୟରେ ପୁଣି ସକ୍ରିୟ ମୌସୁମୀ , ୫ଦିନ ଧରି ଲାଗି ରହିବ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ପୁଣି ସକ୍ରିୟ ହୋଇଛି ବର୍ଷା । ଆଗାମୀ ୫ ଦିନ ଧରି ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଜାରି ରହିବ ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ…