ଗଠନ ହେଲା ଉଚ୍ଚସ୍ତରୀୟ ବିପର୍ଯ୍ୟୟ ପରିଚାଳନା କମିଟି କମିଟି: ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ମିଳିଲା ବଡ ଦାୟିତ୍ୱ
ଦେଶରେ ବିପର୍ଯ୍ୟୟ ପରିଚାଳନାକୁ ଅଧିକ ଦକ୍ଷ ଓ ଫଳପ୍ରଦ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟିର ଅଧ୍ୟକ୍ଷତା କେନ୍ଦ୍ର ଗୃହମନ୍ତ୍ରୀ ଅମିତ…