ରଥଯାତ୍ରାକୁ ମିଳିବ ବିଶ୍ବ ସାଂସ୍କୃତିକ ଐତିହ୍ୟ ମାନ୍ୟତା; ପ୍ରକ୍ରିୟା ଆରମ୍ଭ କଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ (ଆମ ଟିଭି): ରଥଯାତ୍ରାକୁ ବିଶ୍ବ ସାଂସ୍କୃତିକ ଐତିହ୍ୟ ମାନ୍ୟତା ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା। ୟୁନେସ୍କୋ ଦ୍ବାରା ମାନ୍ୟତା ନେଇ ପ୍ରକ୍ରିୟା ଆରମ୍ଭ କଲା ଶ୍ରୀମନ୍ଦିର ପ୍ରଶାସନ।…

ମହିଳାଙ୍କୁ ନେଇ ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ କଥା କଟାକଟି, ଜାଣନ୍ତୁ କିଏ କଣ କହିଲେ?

ଭୁବନେଶ୍ବର(ଆମ ଟିଭି): ଆଜି ମହିଳା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଧ୍ୟରେ କଥା କଟାକଟି ହୋଇଛି। ସୁଭଦ୍ରା ଯୋଜନାକୁ ନେଇ…

AIIMSରେ ଭର୍ତ୍ତି ହେଲେ ଉପରାଷ୍ଟ୍ରପତି ଧନକଡ; ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରୁଥିବା ସୂଚନା

ନୂଆଦିଲ୍ଲୀ (ଆମ ଟିଭି): ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି ଉପରାଷ୍ଟ୍ରପତି ଜଗଦୀପ ଧନକଡ । ଛାତିରେ ଯନ୍ତ୍ରଣା, ନିଃଶ୍ବାସ ନେବାରେ ସମସ୍ୟା ଦେଖାଯିବାରୁ ତାଙ୍କୁ ଏମ୍ସର କ୍ରିଟିକାଲ କେୟାର…

‘ଓଡ଼ିଶାରେ ମିଶି ଭୁଲ ହୋଇଗଲା’ ବିଜେପି ବିଧାୟକଙ୍କ ବୟାନକୁ ନେଇ ତେଜିଲା ରାଜନୀତି: ମୁଖ୍ୟମନ୍ତ୍ରୀଙ୍କୁ ସ୍ପଷ୍ଟୀକରଣ…

ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ‘ଓଡ଼ିଶା ଗଠନ ସମୟରେ କୋଶଳ ପ୍ରଦେଶ ସେଥିରେ ମିଶିବା ଏକ ଐତିହାସିକ ଭୁଲ’ ବୟାନକୁ ନେଇ ରାଜ୍ୟ ରାଜନୀତି ଜୋର ଧରିଛି। ମୁଖ୍ୟ ବିରୋଧୀ ଦଳ ବିଜେଡି…

ଆଜି ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ୍ ଲଢ଼େଇ

ଚାମ୍ପିଅନ୍ସ ଟ୍ରଫିର ମେଗା ଫାଇନାଲ୍‌ରେ ରବିବାର ଭାରତ-ନ୍ୟୁଜିଲାଣ୍ଡ ମୁହାଁମୁହିଁ ହେବେ। ଦୁଇ ସନ୍ତୁଳିତ ଓ ଦୃଢ଼ ମାନସିକ ଦକ୍ଷତାଧାରୀ ଦଳ ପରସ୍ପରକୁ କଡ଼ା ଟକ୍କର ଦେଇ ଟ୍ରଫି ଜିତିବାକୁ…

ରଥଯାତ୍ରାକୁ ମିଳିବ ବିଶ୍ବ ସାଂସ୍କୃତିକ ଐତିହ୍ୟ ମାନ୍ୟତା

ରଥଯାତ୍ରାକୁ ବିଶ୍ବ ସାଂସ୍କୃତିକ ଐତିହ୍ୟ ମାନ୍ୟତା ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା। ୟୁନେସ୍କୋ ଦ୍ବାରା ମାନ୍ୟତା ନେଇ ପ୍ରକ୍ରିୟା ଆରମ୍ଭ କଲା ଶ୍ରୀମନ୍ଦିର ପ୍ରଶାସନ। ଏନେଇ ଖୁବ୍‌ଶୀଘ୍ର…

ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ

ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ।  ନବୀନ ପଟ୍ଟନାୟକଙ୍କ ସରକାରରେ ଗୁରୁତ୍ବପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ଦାୟିତ୍ବ ତୁଲାଇଥିବା ତଥା ଚାରି ଚାରି ଥର ବିଧାୟକ ହୋଇଥିବା ବରିଷ୍ଠ ବିଜେଡି…

ପୂର୍ବ ସରକାରଙ୍କୁ ଟାର୍ଗେଟ୍‌ କଲେ ମୁଖ୍ୟମନ୍ତ୍ରୀ, କହିଲେ ବିରୋଧୀଙ୍କୁ ଟିକେ ହଜମ ଗୁଲି ଦରକାର

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ସୁଭଦ୍ରା’ ଯୋଜନାର ୨ୟ କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗଞ୍ଜାମ ଜିଲା ବ୍ରହ୍ମପୁର ବିବେକ ବିହାରଠାରେ ଆୟୋଜିତ ଏହି…

ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି

ଭାଜପାର ଅଭିଯୋଗ ପରେ ଚେତିଲା ବିଜେଡି। ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି। ସୂଚନା ଦେଲେ ବିଜେଡି ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ। ସେ କହିଛନ୍ତି ବିଜୁ ବାବୁଙ୍କର ଏକ…

Subhadra Yojana: ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏମିତି କରନ୍ତୁ ଚେକ୍‌…

ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆଜି ଅର୍ଥାତ୍‌ ଶନିବାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ଏହା ଦ୍ୱିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଅଟେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ…