ଯୁବ ଅଭିନେତା ସୋହମ ସିଂଙ୍କୁ ହୃଦଘାତ, ଏକ ଘରୋଇ ଡାକ୍ତରଖାନା ଆଇସିୟୁରେ ଭର୍ତ୍ତି*

ଜିଟିପିଏଲ ହାତୱେ (ଡିଜିଟାଲ୍ ଟିଭି ଇଣ୍ଟରନେଟ୍) ପ୍ୟାନ୍ ଇଣ୍ଡିଆ ବିତରକ, ଓଡିଆ ସିନେମା ର ଯୁବ ପ୍ରଯୋଜକ, ଅଭିନେତା, ଗାୟକ ସୋହମ ସିଂ ଙ୍କର ହୃଦଘାତ ହୋଇଥିବା ବେଳେ ସେ ଏବେ ମନିପାଲ…

ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

ପୁରୀ(ଆମ ଟିଭି): ଆସନ୍ତାକାଲି ଫାଲଗୁନ କୃଷ୍ଣ ଷଷ୍ଠୀ ତିଥି। ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମୟ ବଦଳିଲା: ଟାର୍ଗେଟ୍‌ କଲା ଆପ୍‌

ନୂଆଦିଲ୍ଲୀ (ଆମ ଟିଭି): ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବର ସମୟ ପରିବର୍ତ୍ତନ ହୋଇଛି। ଏବେ ଶପଥ ଗ୍ରହଣ ଉତ୍ସବ ୨୦ ଫେବୃଆରୀ ସକାଳ ୧୧ଟାରେ ଅନୁଷ୍ଠିତ ହେବ। ପୂର୍ବରୁ ଏହାର ସମୟ…

KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ରାଜନୀତି ସରଗରମ: ଅଚ୍ୟୁତଙ୍କ ଗିରଫ ଦାବି କଲେ ବାବୁ

ଭୁବନେଶ୍ୱର (ଆମ ଟିଭି) : KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତଘଟଣା ପରେ ଉତ୍ତେଜନା ଲାଗିରହିଛି । ଏହି ଘଟଣାକୁ ନେଇ ଭାଜପା ବିଧାୟକ ବାବୁ ସିଂ କିଟ୍‌ ମାଲିକ ଅଚ୍ୟୁତ ସାମନ୍ତଙ୍କୁ…

IAS ବିଷ୍ଣୁପଦ ସେଠୀଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର (ଆମ ଟିଭି): IAS ବିଷ୍ଣୁପଦ ସେଠୀଙ୍କ ଇସ୍ତଫା ଚର୍ଚ୍ଚା ହେଉଛି। CBI ରେଡ ପ୍ରତିବାଦରେ ଇସ୍ତଫା ଦେଇଥିବା ସୂଚନା ମିଳିଛି। ଏନେଇ ଏକ ହାତଲେଖା ଚିଠି ଗଣମାଧ୍ୟମ ହାତରେ ଲାଗିଛି।…

ଜ୍ଞାନେଶ କୁମାର ମୁଖ୍ୟ ନିର୍ବାଚନ କମିସନର

ମୁଖ୍ୟ ନିର୍ବାଚନ କମିସନର(ସିଇସି) ରାଜୀବ କୁମାରଙ୍କ କାର୍ଯ୍ୟକାଳ ଆସନ୍ତା ୧୮ ତାରିଖରେ ଶେଷ ହେଉଥିବା ‌ବେଳେ ଆଜି ଜ୍ଞାନେଶ କୁମାରଙ୍କୁ ୨୬ତମ ମୁଖ୍ୟ ନିର୍ବାଚନ କମିସନର ଭାବେ ନିଯୁକ୍ତି…

ମାଗଣାରେ ଜଗା ଦର୍ଶନ କରିବେ ଶ୍ରଦ୍ଧାଳୁ । ଗରିବଙ୍କୁ ଶ୍ରୀକ୍ଷେତ୍ର ବୁଲାଇବା ପାଇଁ ସରକାରଙ୍କ ନୂଆ ଯୋଜନା

ମାଗଣାରେ ଜଗା ଦର୍ଶନ କରିବେ ଶ୍ରଦ୍ଧାଳୁ। ଗରିବଙ୍କୁ ମାଗଣାରେ ଶ୍ରୀକ୍ଷେତ୍ର ବୁଲାଇବା ପାଇଁ ସରକାର ଆଣିଛନ୍ତି ନୂଆ ଯୋଜନା। ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ପାଇଁ ଚଳିତ ବଜେଟ୍‌ରେ ୩୦ କୋଟି…

ବୈଜ୍ଞାନିକଙ୍କ ଚାଞ୍ଚଲ୍ୟକର ଖୁଲାସା ! ମାଡ଼ି ଆସୁଛି ଉଲକାପିଣ୍ଡ, ରଚିବ ତାଣ୍ଡବ

ମହାକାଶରୁ ମାଡ଼ି ଆସୁଛି ଉଲକାପିଣ୍ଡ । ଯାହାକୁ ନେଇ ଏବେ ଟେନସନ୍‌ରେ ବୈଜ୍ଞାନିକ । କାରଣ ଘଂଟାପ୍ରତି ଏହା ପ୍ରାୟ ୬୦ ହଜାର କିଲୋମିଟର ବେଗରେ ଗତି କରୁଛି । ଏତେ କ୍ଷୀପ୍ର ଗତିରେ ଉଲକାପିଣ୍ଡ…

Citrus Clothing” ଓଡ଼ିଶାର ଅନୁଗୁଳରେ ଖୋଲିଲା ନୂଆଷ୍ଟୋର 

ଭାରତର ଏକ ଅଗ୍ରଣୀ ଏଵଂ ୨୪ ବର୍ଷର ଗ୍ରାହକଙ୍କ ବିଶ୍ୱାସ ଓ ଭରସା ରୂପରେ ଉଭା ହୋଇଥିବା ଏକ ସମ୍ପନ୍ନ ପୁରୁଷ ବସ୍ତ୍ର ବ୍ରାଣ୍ଡ "Citrus Clothing" ଏବେ ଓଡ଼ିଶାର ଜଗନ୍ନାଥଧାମ ଅନୁଗୁଳରେ ନୂଆ…

କିଟ୍‌ରେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ହସ୍ତକ୍ଷେପ କଲେ ନେପାଳ ପ୍ରଧାନମନ୍ତ୍ରୀ

କିଟ୍‌ କ୍ୟାମ୍ପସ ହଷ୍ଟେଲରେ ଜଣେ ବିଦେଶୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଅସନ୍ତୋଷ ତେଜିଛି। ବର୍ତ୍ତମାନ କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ନେପାଳ ପ୍ରଧାନମନ୍ତ୍ରୀ ହସ୍ତକ୍ଷେପ…