ନୂଆଦିଲ୍ଲୀ ଷ୍ଟେଶନରେ ଦଳାଚକଟା ଘଟଣା: ସହାୟତା ରାଶି ଘୋଷଣା କଲା ରେଳ ବିଭାଗ

ନୂଆଦିଲ୍ଲୀ (ଆମ ଟିଭି): ଦିଲ୍ଲୀ ଷ୍ଟେଶନରେ ଦଳାଚକଟା ଘଟଣାକୁ ନେଇ ସହାୟତା ଘୋଷଣା କରାଯାଇଛି। ଏହି ଦଳାଚକଟାରେ ୧୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି। ମୃତକଙ୍କ ପରିବାରକୁ…

ଶ୍ରୀମନ୍ଦିରରେ ରକ୍ତ ଛିଟା, ଶ୍ରୀଜିଉଙ୍କର ହେବ ମହାସ୍ନାନ

ପୁରୀ (ଆମ ଟିଭି): ଶ୍ରୀମନ୍ଦିର ଭିତର କାଠ ନିକଟରେ ରକ୍ତ ଛିଟା ଦେଖିବାକୁ ମିଳିଥିଲା। ରକ୍ତ ଛିଟା ପଡ଼ିଥିବାର ଦେଖି ଶ୍ରୀଜିଉଙ୍କ ବଡ଼ ମହାସ୍ନାନ ନୀତି ହେବ। ଏବେ ମହାସ୍ନାନ ନୀତି ପାଇଁ…

ଅନ୍ଧାରରେ ୩୧,୪୫୬ ଅଙ୍ଗନଓ୍ବାଡି କେନ୍ଦ୍ର

ଭୁବନେଶ୍ୱର (ଆମ ଟିଭି): ରାଜ୍ୟରେ ଶିକ୍ଷା ବ୍ୟବସ୍ଥା ଦିନକୁ ଦିନ ବିପର୍ଯ୍ୟସ୍ତ ହୋଇପଡୁଛି। ରାଜ୍ୟର ୬୮.୫% ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଫେଡାଣ ଆସୁ ନ ଥିବାବେଳେ ୪୮.୫% ପିଲା ଗୁଣନ ଓ ହରଣ…

ଖୁସି ଖବର, ଏକାଥରେ ଏତେ ଖସିଲା ସୁନା ଦର…

ଭୁବନେଶ୍ୱର (ଆମ ଟିଭି): ସୁନାପ୍ରେମୀଙ୍କ ପାଇଁ ଖୁସି ଖବର। କମିଲା ସୁନାଦର। ଶୀଘ୍ର ଯାଇ ଆଜି କିଣି ନିଅନ୍ତୁ। ଗତକାଲି ଅପେକ୍ଷା ଆଜି ସୁନାଦରରେ ହୋଇଛି ବଡ଼ ପରିବର୍ତ୍ତନ। ଗତ କିଛି ଦିନ…

ଜୀ ସାର୍ଥକ “ସୁନା ଝିଅ”ରେ ରବିବାର ସନ୍ଧ୍ୟା ୭:୩୦ରେ ହେବ ବିବାହ ମହାଅଧ୍ୟାୟ

ଭୁବନେଶ୍ୱର (ଆମ ଟିଭି): ଓଡିଶାର ଲୋକପ୍ରିୟ ଚ୍ୟାନେଲ ଜୀ ସାର୍ଥକ ସବୁବେଳେ ଓଡ଼ିଆ ଘରର ପରମ୍ପରା ଓ ରୀତିନୀତିକୁ ଆଖିରେ ରଖି ଭେଟିଦିଏ ବିଭିନ୍ନ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ଓ…

ବିଧାନସଭାରେ ତାରା ପ୍ରମିଳା ମୁହାଁମୁହିଁ

ବିଧାନସଭାରେ ତାରା ପ୍ରମିଳା ମୁହାଁମୁହିଁ। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି କହିଛନ୍ତି, ଗୃହରେ ମିଥ୍ୟା କହିବା ମହାପାପ । କଂଗ୍ରେସ ପକ୍ଷରୁ ଚାଷୀ ପ୍ରସଙ୍ଗରେ ମୁଲତବି ପ୍ରସ୍ତାବ…

ବିଜେଡିର ଭବିଷ୍ୟତ କିଛି ନାହିଁ, ଫୋନ କଲେ ଉଠାନ୍ତି ନାହିଁ

କଂଗ୍ରେସକୁ ଫେରିବା ନେଇ ପରୋକ୍ଷରେ ଇସାରା ଦେଲେ ଡା. ପ୍ରଫୁଲ୍ଲ ମାଝୀ। ସେ କହିଛନ୍ତି, ଅନେକ ପ୍ରତିଶ୍ରୁତି ଦେଇ ବିଜେଡି ମୋତେ ଦଳରେ ସାମିଲ କରିଥିଲା। ହେଲେ କୌଣସି ପ୍ରତିଶ୍ରୁତି ବିଜେଡି…

ବଢ଼ିଲା E-KYC ଅବଧି, ଜାଣନ୍ତୁ କେତେ ତାରିଖ ଯାଏ ବଢ଼ାଇଲେ ସରକାର

ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର E-KYCକୁ ନେଇ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଏହି ଅବଧି ଆଉ ଫେବୃଆରୀ ୧୫ ପରେ…

ତାମିଲ ଅଭିନେତା ବିଜୟଙ୍କୁ କେନ୍ଦ୍ର ଦେଲା ‘Y’ ଶ୍ରେଣୀର ସୁରକ୍ଷା, ଅନ୍ନାମଲାଇ କହିଲେ…

ତାମିଲନାଡୁର ତାମିଲଗା ଭେଟ୍ରି କାଝାଗମ (ଟିଭିକେ)ର ପ୍ରମୁଖ ଅଭିନେତାରୁ ରାଜନେତା ହୋଇଥିବା ବିଜୟଙ୍କୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ Y ବର୍ଗର ସୁରକ୍ଷା ପ୍ରଦାନ କରିଛି। ଇଣ୍ଟେଲିଜେନ୍ସ ବ୍ୟୁରୋ…

ରଘୁନାଥପୁରଠାରେ କୁବେର ଅପ୍ଟିକାଲ୍ସର ୫ମ ଶାଖା ଉଦଘାଟିତ

ଭୁବନେଶ୍ୱର (ଆମ ଟିଭି); ଭୁବନେଶ୍ୱରର ରଘୁନାଥପୁରସ୍ଥିତ ଗୁଣ୍ଡିଚା ମନ୍ଦିର ପରିସରରେ ଭିନ୍ନ ଏକ ଢଙ୍ଗରେ ସାଂସ୍କୃତିକ ଓ ଆଧ୍ୟାତ୍ମିକତାକୁ ବହନ କରି ପଦ୍ମଶ୍ରୀ ଶ୍ରୀମଦ୍ ବାବା ବଳିଆଙ୍କ…