ମହାନଦୀରେ ମଧ୍ୟମ ବନ୍ୟା ଆଶଙ୍କା, ନଦୀକୂଳିଆ ଲୋକଙ୍କୁ ସତର୍କ କଲା ପ୍ରଶାସନ

ଭୁବନେଶ୍ବର: ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା । ତଳିଆ ଅଞ୍ଚଳ ଲାଗି ସତର୍କ ସୂଚନା । ଉପରମୁଣ୍ଡ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ଥିବା କହିଛନ୍ତି ଜଳସଂପଦ…

୪ ଜିଲ୍ଲାରେ ସ୍କୁଲ ଛୁଟି, ଘୋଷଣା କଲେ ଜିଲ୍ଲା ପ୍ରଶାସନ

ଭୁବନେଶ୍ବର: ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜି ୪ ଜିଲ୍ଲାରେ ସ୍କୁଲ ଛୁଟି କରାଯାଇଛି । ଏଥିସହ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ…

ବନ୍ୟା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ସର୍ବାଧିକ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବନ୍ୟା ପରିସ୍ଥିତି ଓ ଏହାର ମୁକାବିଲା…

ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍ ୨୦୨୬

ଲୋକସଭାରେ ହଙ୍ଗାମା ମଧ୍ୟରେ ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍ ୨୦୨୬ ପାରିତ ହୋଇଛି । ଏବେ ଆଲୋଚନା ଲାଗି ବିଲ୍ କୁ ରାଜ୍ୟସଭାରେ ଉପସ୍ଥାପନ କରାଯିବ। ବିରୋଧୀ ଦଳର ହଟ୍ଟଗୋଳ ମଧ୍ୟରେ ବିଲ୍ କୁ…

ବନ୍ୟା ମୁକାବିଲାରେ ଅଗ୍ନିଶମ ବିଭାଗର ୬୦ ଟିମ୍ ନିୟୋଜିତ

ଭୁବନେଶ୍ୱର:ରାଜ୍ୟର ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ୬୦ଟି ସ୍ୱତନ୍ତ୍ର ଟିମ୍‌କୁ ପ୍ରଭାବିତ ଅଞ୍ଚଳରେ ନିୟୋଜିତ କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର,…

ରାଜ୍ୟସଭାରେ ‘ବନ୍ଦେ ମାତରମ୍’ ସୁରକ୍ଷା ସଂଶୋଧନ ବିଲ୍ ପାରିତ;ଅପମାନ କଲେ ୩ ବର୍ଷ ପର୍ଯ୍ୟନ୍ତ ଜେଲ୍

ନୂଆଦିଲ୍ଲୀ:’ବନ୍ଦେ ମାତରମ୍’କୁ ମିଳିବ ଜାତୀୟ ସଙ୍ଗୀତ ‘ଜନ ଗଣ ମନ’ ଭଳି ଆଇନଗତ ସୁରକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଆଗତ ‘ପ୍ରିଭେନ୍ସନ ଅଫ୍ ଇନସଲ୍ଟ୍ସ ଟୁ ନ୍ୟାସନାଲ୍ ଅନର୍ (ସଂଶୋଧନ)…

ଆମ ଜାତୀୟ ପଶୁ – ବାଘ

ଆଜି ଆନ୍ତର୍ଜାତୀୟ ବ୍ୟାଘ୍ର ଦିବସ ଅବସରରେ ଆସନ୍ତୁ, ବାଘ ସଂରକ୍ଷଣ ପାଇଁ ସମସ୍ତଙ୍କ ମନରେ ସଚେତନତା ସୃଷ୍ଟି କରିବା ଏବଂ ପ୍ରକୃତି ପ୍ରତି ଆମର ଦାୟିତ୍ୱକୁ ସ୍ମରଣ କରିବା। ବାଘ କେବଳ ଭାରତର…

ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିବେ ଟ୍ରମ୍ଫ?: ଚିନ୍ତା ବଢାଇଲା ଆମେରିକାର ନୂତନ ବିଲ୍

ନୂଆଦିଲ୍ଲୀ: ଆମେରିକା ସିନେଟ୍ ରୁଷ ଉପରେ ଆର୍ଥିକ ଚାପ ବୃଦ୍ଧି କରିବା ପାଇଁ ଏକ ବିଲ୍ ପାସ୍ କରିଛି, ଯାହା ଭାରତ ସମେତ ଅନେକ ଦେଶକୁ ପ୍ରଭାବିତ କରିପାରେ। ସିନେଟ୍ ରୁଷ ଉପରେ ଏକ ନୂତନ…

ବଢ଼ୁଛି ଯୁଦ୍ଧ ବିପଦ, ଜାହାଜରେ ଫସି ରହିଛନ୍ତି ୧୩ ଭାରତୀୟ ନାବିକ

ନୂଆଦିଲ୍ଲୀ : ୟୁକ୍ରେନର ଚୋର୍ନୋମୋର୍ସ୍କ ବନ୍ଦରରେ ଏକ ମାଲବାହୀ ଜାହାଜରେ ୧୩ ଜଣ ଭାରତୀୟ ନାବିକ ଫସି ରହିଛନ୍ତି । ରୁଷ୍-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ବ୍ଲାକ୍ ସି ରେ ଚାଲିଥିବା ଡ୍ରୋନ୍ ଓ…

ଦିଲ୍ଲୀ ମହିଳାଙ୍କ ପାଇଁ ନୂଆ ଯୋଜନା, ମାସକୁ ମିଳିବ ୨୫୦୦ ଟଙ୍କା

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ଦିଲ୍ଲୀ ଲକ୍ଷ୍ମୀ ଯୋଜନାକୁ ମଞ୍ଜୁରୀ ଦେଇଛି । ୨୮ ଜୁଲାଇରେ କ୍ୟାବିନେଟ ବୈଠକରେ ଏହାକୁ ମଞ୍ଜୁରୀ…