ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା; ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର (ଆମ ଟିଭି):  ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ଏହି…

ମହିଳାଙ୍କୁ ଦଶହରା ଭେଟି, ଖାତାକୁ ଆସିଲା ସୁଭଦ୍ରା ଟଙ୍କା…

ଭୁବନେଶ୍ୱର (ଆମ ଟିଭି): ‘ସୁଭଦ୍ରା’ ଯୋଜନାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତି ଟଙ୍କା ଖାତାକୁ ଆସିଛି। ଏନେଇ ଗତକାଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଥିଲେ। ତେବେ ଏସବୁ…

ପୂର୍ବତନ ବିଧାୟକ ଧନେଶ୍ବର ମାଝୀଙ୍କ ପରଲୋକ

କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ପୁର୍ବତନ ବିଧାୟକ ତଥା ରାଜ୍ୟ ସଭା ସଦସ୍ୟ ଧନେଶ୍ୱର ମାଝୀ (୮୩)ବର୍ଷରେ ବୁଧବାର ପରଲୋକ ହୋଇଯାଇଛି। ମଙ୍ଗଳବାର ରାତିରେ ତାଙ୍କ ନିଜ ବାସଭବନରେ…

ଦୁଇ ଯବାନଙ୍କୁ ଉଠାଇ ନେଲେ ଆତଙ୍କବାଦୀ

ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଦୁଇ ଯବାନଙ୍କୁ ଉଠାଇ ନେଇଛନ୍ତି ଆତଙ୍କବାଦୀ। ଅନନ୍ତନାଗର ଜଙ୍ଗଲରୁ ଦୁଇ ସେନା ଯବାନଙ୍କୁ ଆତଙ୍କବାଦୀମାନେ ଅପରହଣ କରି ନେଇଛନ୍ତି।…

ହରିୟାଣା ହିରୋ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କାହିଁକି

ଭାରତୀୟ ଜନତା ପାର୍ଟି ଏକଜିଟ୍‌ ପୋଲ୍‌କୁ ଭୁଲ ପ୍ରମାଣିତ କରି ହରିୟାଣାରେ ପ୍ରଚଣ୍ଡ ବହୁମତ ସହ ହ୍ୟାଟ୍ରିକ ବିଜୟ ହାସଲ କରିଛି। ଭାଜପା ଯେଉଁଠି ୧୦ବର୍ଷ ଧରି କ୍ଷମତାସୀନ ଥିଲା ସେଠାରେ ପୁଣି…

ହରିୟାଣା ନିର୍ବାଚନ ଫଳାଫଳକୁ ନେଇ ଏମିତି କିଛି କହିଲେ ମୁଖ୍ୟମନ୍ତ୍ରୀ

ହରିୟାଣା ନିର୍ବାଚନ ଫଳାଫଳକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।…

ଆଜି ଆସିବ ସୁଭଦ୍ରା ଟଙ୍କା , ଏହି ସମୟରେ ଚେକ୍ କରନ୍ତୁ ଆକାଉଣ୍ଟ

ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟରେ ଆଜି ପ୍ରାୟ ୩୫ଲକ୍ଷ ଯୋଗ୍ୟ ହିତାଧିକାରୀଙ୍କୁ ୫ହଜାର ଲେଖାଏଁ ଟଙ୍କା ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ…

ଜୀ ସାର୍ଥକରେ ନୂଆ ଫିଲ୍ମ ‘ଉଡନ୍ତା ଥାଳିରେ ଆସିଛି ପ୍ରିୟା’ ୨. ୦’ ର ଅଡିଓ ଲୋକାର୍ପଣ, ଅକ୍ଟୋବର ୧୩ ସନ୍ଧ୍ୟା…

ଭୁବନେଶ୍ୱର ( ଆମ ଟିଭି ) :ଓଡିଶାର ଘରେ ଘରେ ପରିଚିତ ଜୀ ସାର୍ଥକ ସବୁବେଳେ ଓଡ଼ିଆ ଘରର ପରମ୍ପରା ଓ ରୀତିନୀତିକୁ ଆଖିଆଗରେ ରଖି ଭେଟିଦିଏ ବିଭିନ୍ନ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ,…

ଦ୍ୱିତୀୟ ଥର ବି ଖାତାକୁ ‘ସୁଭଦ୍ରା ଟଙ୍କା’ ନ ଆସିଲେ କ’ଣ କରିବେ ହିତାଧିକାରୀ?

ଭୁବନେଶ୍ୱର (ଆମ ଟିଭି): ବୁଧବାର ଅର୍ଥାତ ଅକ୍ଟୋବର ୯ରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆସିବ। ଦଶହରା ସମୟ ଥିବାରୁ ଏନେଇ ମହିଳାଙ୍କ ମଧ୍ୟରେ ଉତ୍ସାହ…

ଆଶ୍ଚର୍ଯ୍ୟ! ୧୩ ଥାନାରେ ନାହିଁ ସିସିଟିଭି

ଭୁବନେଶ୍ୱର (ଆମ ଟିଭି): ହାଇକୋର୍ଟରେ ଭରତପୁର ଥାନା ମାମଲାର ଶୁଣାଣି ବେଳେ ବଡ଼ ବୟାନ ଦେଇଛନ୍ତି ଏଡିଜି ଦୟାଲ ଗଙ୍ଗୱାର୍‌। ୧୩ଟି ଥାନାରେ ସିସିଟିଭି ନ ଥିବା ଗଙ୍ଗୱାର୍‌ ହାଇକୋର୍ଟଙ୍କୁ…