ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ AIIMS ରେ ଭର୍ତ୍ତି

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ଗୁରୁବାର ସନ୍ଧ୍ୟାରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ମେଡିକାଲ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ…

ଛାତ୍ର ସଂସଦ ନିର୍ବାଚନ ଉପରେ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

: କଟକ ଜବାହରଲାଲ ନେହରୁ ଇଣ୍ଡୋର ଷ୍ଟାଡିୟମ ପରିସରରେ ଆରମ୍ଭ ହୋଇଛି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ୪୯ତମ ରାଜ୍ୟ ଅଧିବେଶନ । ଏହି ଅଧିବେଶନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ…

୨୦୨୩-୨୪ ବର୍ଷରେ ବି ବିଜେପି ମାଲେମାଲ

ଏଥର ବି ବିଜେପିର ପକେଟ୍‌ ଗରମ। ଚାନ୍ଦା ଆକାରରେ ପାଇଛି ପୁଳାପୁଳା ଟଙ୍କା। ବିରୋଧୀଙ୍କୁ ବହୁତ ପଛରେ ପକାଇଛି ଶାସକ ଦଳ। ପୂର୍ବ ବର୍ଷ ଅପେକ୍ଷା ବିଜେପିର ଖାତାକୁ ଏଥର ଆସିଛି ତିନି ଗୁଣ ଅଧିକ…

ଫସଲବୀମା କମ୍ଫାନୀକୁ ରାଜସ୍ବ ମନ୍ତ୍ରୀଙ୍କ କଡା ଚେତାବନୀ

ଚାଷୀଙ୍କୁ ହଇରାଣ କଲେ କି ଟାଳଟୁଳ ନୀତି ଦେଖାଇଲେ କଡା ଆକ୍ସନ ନେବେ ସରକାର , ଏଭଳି ଚେତାବନୀ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ,  ଫସଲବୀମା ନିୟମ କମ୍ପାନୀ ଲାଭ ପାଇଁ ନୁହେଁ ଏ…

ଓଡିଶାର ହକର ଲଢେଇରେ ବିଜେଡି କେବେ ପଛଘୁଞ୍ଚା ଦେବ ନାହିଁ – ନବୀନ

ଗୁରୁବାର ଡିସେମ୍ବର ୨୬ରେ ବିଜେଡି ଅର୍ଥାତ୍‌ ବିଜୁ ଜନତା ଦଳର ୨୮ ତମ ପ୍ରତିଷ୍ଠା ଦିବସ ।୨୭ ବର୍ଷର ସେବା ଦେଇଥିବା ବିଡେଡି ଦଳର ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର…

ଆପ୍‌କୁ ଶକ୍ତ ଝଟକା: ଝାଡ଼ୁ ଛାଡି ହାତ ଧରିଲେ ଦୁଇ ପୂର୍ବତନ ବିଧାୟକ

ନୂଆଦିଲ୍ଲୀ (ଆମ ଟିଭି): ବିଧାନସଭା ନିର୍ବାଚନ ପୂର୍ବରୁ ଆମ୍ ଆଦମୀ ପାର୍ଟିକୁ ବଡ଼ ଝଟକା। ଦୁଇ ପୂର୍ବତନ ବିଧାୟକ ଝାଡୁ ଛାଡି କଂଗ୍ରେସରେ ଯୋଗ ଦେଇଛନ୍ତି। ପୂର୍ବତନ ଆମ୍ ଆଦମୀ ପାର୍ଟି…

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର; ମାର୍ଚ୍ଚରେ ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି

ଭୁବନେଶ୍ୱର (ଆମ ଟିଭି): ୨୦୨୫ ମସିହା ମାର୍ଚ୍ଚ ମାସରେ ଓଡ଼ିଶା ସରକାର ସୁଭଦ୍ରା ଯୋଜନା ଅଧୀନରେ ଦ୍ୱିତୀୟ କିସ୍ତି ଟଙ୍କା ପ୍ରଦାନ କରିବେ। ଏନେଇ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଜଣାପଡ଼ିଲା, କାହିଁକି ଇସ୍ତଫା ଦେଲେ ରଘୁବର ଦାସ…?

ନୂଆଦିଲ୍ଲୀ (ଆମ ଟିଭି): ଓଡିଶାରେ ରାଜ୍ୟପାଳ ପଦରୁ ଇସ୍ତଫା ଦେବା ପରେ ରଘୁବର ଦାସଙ୍କୁ ନେଇ ଦିଲ୍ଲୀରୁ ରାଞ୍ଚି ପର୍ଯ୍ୟନ୍ତ ଚର୍ଚ୍ଚା ଜୋର ଧରିଛି। ଏନେଇ ଅନେକ ରାଜନୈତିକ କଳ୍ପନାଜଳ୍ପନା…

ନବୀନ ଓ ନିତିଶଙ୍କୁ ଭାରତରତ୍ନ ଦିଆଯାଉ: ଗିରିରାଜ

ଭୁବନେଶ୍ୱର (ଆମ ଟିଭି); ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାରଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ ଭାରତରତ୍ନ ଦିଆଯାଉଛି। ଏମିତି ଦାବି…

ଦଳାଚକଟା ମାମଲାରେ ଅଲ୍ଲୁ ଅର୍ଜୁନଙ୍କୁ ପୋଲିସ୍‌ର ୩ ଘଣ୍ଟା ଜେରା

ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଗତ ୪ ତାରିଖରେ ‘ପୁଷ୍ପା-୨’ ସିନେମାର ପ୍ରିମିୟର ବେଳେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କର ୮ ବର୍ଷର ପୁଅ ଗୁରୁତର ହୋଇଥିଲେ। ଏହି…