ମାଡ଼ି ଆସୁଛି ବାତ୍ୟା, ୨୫ଯାଏ ଚିଲିକାକୁ ଡଙ୍ଗା ମନା

ବାଲୁଗାଁ (ଆମ ଟିଭି): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଚିଲିକା ତଟବର୍ତ୍ତୀ ଅଞ୍ଚଳବାସୀ ଏବଂ ମତ୍ସ୍ୟଜୀବୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲା…

ଯାଜପୁରରେ ଶୁଟିଂ ହେଲା ପୁଷ୍ପା-୨ ଫିଲ୍ମ

ଯାଜପୁର (ଆମ ଟିଭି): ବହୁ ପ୍ରତିକ୍ଷିତ ତେଲୁଗୁ ଫିଲ୍ମ ପୁଷ୍ପା-୨ ଏକ ଦୃଶ୍ୟର ସୁଟିଂ ଓଡ଼ିଶାର ଯାଜପୁର ଜିଲାରେ ହୋଇଛି। ସୋମବାର ଜିଲାର କାଳିଆପାଣି ଥାନା ଓଏମ୍‌ସି କଲରଙ୍ଗି ଟ୍ରକ୍ ପାକିଂ…

ଅବପାତ ରୂପ ନେଲା ଲଘୁଚାପ: ପାରାଦ୍ୱୀପ ଠାରୁ ଏତିକି କିଲୋମିଟର ଦୂରରେ ରହିଲା…

ଭୁବନେଶ୍ୱର (ଆମ ଟିଭି): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇଛି। ବର୍ତମାନ ଏହା…

୧୬ ପିଲା ଜନ୍ମ ପାଇଁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ: ଜାଣନ୍ତୁ କାହିଁକି

ଦକ୍ଷିଣ ଭାରତରେ ବରିଷ୍ଠ ନାଗରିକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଅଧିକ ସନ୍ତାନ ଜନ୍ମ କରିବା ପାଇଁ ନିକଟରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ କହିଥିଲେ। ତାମିଲନାଡୁ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

ଭୁବନେଶ୍ୱର(ଆମ ଟିଭି): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଥିବା ଓଡ଼ିଶା ଗସ୍ତ ସ୍ଥଗିତ ହୋଇଥିବା ସୂଚନା ମିଳିଛି। ବାଙ୍ଗିରିପୋଷି,…

ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ୩ ଦିନ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର (ଆମ ଟିଭି): ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ…

ପୁଲିସ୍‌ ମୁଖିଆ ଅଲୋକ ରାଜଙ୍କୁ ହାତ ଯୋଡ଼ିଲେ ମୁଖ୍ୟମନ୍ତ୍ରୀ

ବିହାର ପୁଲିସ୍‌ର ଗୋଟିଏ କାର୍ଯ୍ୟକ୍ରମରେ ଘଟିଛି ନାଟକୀୟ ଘଟଣା। ମଞ୍ଚ ଉପରେ ଭାଷଣ ଦେଉଥିବା ବେଳେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟର ପୁଲିସ୍‌ ମୁଖିଆ ଅଲୋକ ରାଜଙ୍କୁ ହାତ ଯୋଡ଼ି…

୨୩ ତାରିଖ ରାତି ପୂର୍ବରୁ ପୁରୀ ଛାଡ

୨୩ ତାରିଖ ରାତି ପୂର୍ବରୁ ପୁରୀରେ ଥିବା ଭକ୍ତ ଓ ବାହାର ଲୋକଙ୍କୁ ପୁରୀ ଛାଡିବାକୁ ପରାମର୍ଶ ଦିଆଯାଇଛି। ୨୪ ଓ ୨୫ ତାରିଖରେ ଭକ୍ତଙ୍କୁ ପୁରୀ ଯିବା ମନା। ଯେଉଁମାନେ ବାହାରୁ ଆସିଛନ୍ତି…

ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ ମୋହନ ସରକାର, ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର (ଆମ ଟିଭି): ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଇଛନ୍ତି। ସୋମବାର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।…

IMD ଡିଜିଙ୍କ ବଡ଼ ସୂଚନା: ‘ଭୀଷଣ ବାତ୍ୟା’ର ରୂପ ନେବ ‘ଦାନା’, ଏହି ୨ ଜିଲାରେ ଆସିବ ଜୁଆର

ଭୁବନେଶ୍ୱର (ଆମ ଟିଭି): ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ବଡ଼ ସୂଚନା ଦେଇଛନ୍ତି। ଆଇଏମ୍‌ଡି ଡିଜି କହିଛନ୍ତି, ଆସନ୍ତାକାଲି ସକାଳେ ଅବପାତ ଏବଂ ୨୩ରେ ବାତ୍ୟା ରୂପ…