ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଖୁବ୍‌ଶୀଘ୍ର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ୱର (ଆମ  ଟିଭି); ବୁଧବାର ଅର୍ଥାତ୍‌ ୯ ତାରିଖରେ ସୁଭଦ୍ରା ଯୋଜନାର ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ୫୦୦୦ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ତେବେ ଖୁବ୍‌ଶୀଘ୍ର…

ଗରିବଙ୍କୁ ଦଶହରା ଭେଟି ଦେଲେ କେନ୍ଦ୍ର ସରକାର

ଦଶହରା ଉପଲକ୍ଷେ ଦେଶର କୋଟି କୋଟି ଗରିବଙ୍କୁ କେନ୍ଦ୍ର ସରକାର ଭେଟି ଦେଇଛନ୍ତି। ୨୦୨୮ ପର୍ଯ୍ୟନ୍ତ ଦେଶବାସୀଙ୍କୁ ମାଗଣା ପୁଷ୍ଟିକର ଚାଉଳ ମିଳିବ। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା…

ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି: ମହଙ୍ଗା ଭତ୍ତା ବଢ଼ାଇଲେ ସରକାର, ଏତିକି ପ୍ରତିଶତ ବଢ଼ିଲା…

ଭୁବନେଶ୍ୱର (ଆମ ଟିଭି): ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାର କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ାଇଛନ୍ତି। ଏହି ଭତ୍ତାକୁ ସରକାର ୪ ପ୍ରତିଶତ ବୃଦ୍ଧି କରିଛନ୍ତି। ୪୬%ରୁ…

ରାହୁଲଙ୍କ ପାଇଁ ଜଲେବି ପଠାଇଲା ବିଜେପି

ନୂଆଦିଲ୍ଲୀ (ଆମ ଟିଭି):  କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ ପାଇଁ ଅଡୁଆ ସାଜିଛି ଜଲେବି। ହରିୟାଣା ଗୋହନାର ମାତୁରାମର ଜଲେବି ରାହୁଲ ଗାନ୍ଧିଙ୍କୁ ଭାରି ପଡିଲାଣି।…

ବିଜେଡି ସଦସ୍ୟତା ସଂଗ୍ରହ ଅଭିଯାନର ଶୁଭାରମ୍ଭ, ଦଳର ପ୍ରଥମ ସଭ୍ୟ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର (ଆମ ଟିଭି): ବିଜେଡିର ସଦସ୍ୟତା ଅଭିଯାନର ଶୁଭାରମ୍ଭ କଲେ ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର ପ୍ରଥମ ସଭ୍ୟ ହେଲେ ନବୀନ ପଟ୍ଟନାୟକ । ତାଙ୍କ ସଦସ୍ୟତାର ନବୀକରଣ କରି ଏକାମ୍ରରୁ…

ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା; ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର (ଆମ ଟିଭି):  ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ଏହି…

ମହିଳାଙ୍କୁ ଦଶହରା ଭେଟି, ଖାତାକୁ ଆସିଲା ସୁଭଦ୍ରା ଟଙ୍କା…

ଭୁବନେଶ୍ୱର (ଆମ ଟିଭି): ‘ସୁଭଦ୍ରା’ ଯୋଜନାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତି ଟଙ୍କା ଖାତାକୁ ଆସିଛି। ଏନେଇ ଗତକାଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଥିଲେ। ତେବେ ଏସବୁ…

ପୂର୍ବତନ ବିଧାୟକ ଧନେଶ୍ବର ମାଝୀଙ୍କ ପରଲୋକ

କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ପୁର୍ବତନ ବିଧାୟକ ତଥା ରାଜ୍ୟ ସଭା ସଦସ୍ୟ ଧନେଶ୍ୱର ମାଝୀ (୮୩)ବର୍ଷରେ ବୁଧବାର ପରଲୋକ ହୋଇଯାଇଛି। ମଙ୍ଗଳବାର ରାତିରେ ତାଙ୍କ ନିଜ ବାସଭବନରେ…

ଦୁଇ ଯବାନଙ୍କୁ ଉଠାଇ ନେଲେ ଆତଙ୍କବାଦୀ

ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଦୁଇ ଯବାନଙ୍କୁ ଉଠାଇ ନେଇଛନ୍ତି ଆତଙ୍କବାଦୀ। ଅନନ୍ତନାଗର ଜଙ୍ଗଲରୁ ଦୁଇ ସେନା ଯବାନଙ୍କୁ ଆତଙ୍କବାଦୀମାନେ ଅପରହଣ କରି ନେଇଛନ୍ତି।…

ହରିୟାଣା ହିରୋ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କାହିଁକି

ଭାରତୀୟ ଜନତା ପାର୍ଟି ଏକଜିଟ୍‌ ପୋଲ୍‌କୁ ଭୁଲ ପ୍ରମାଣିତ କରି ହରିୟାଣାରେ ପ୍ରଚଣ୍ଡ ବହୁମତ ସହ ହ୍ୟାଟ୍ରିକ ବିଜୟ ହାସଲ କରିଛି। ଭାଜପା ଯେଉଁଠି ୧୦ବର୍ଷ ଧରି କ୍ଷମତାସୀନ ଥିଲା ସେଠାରେ ପୁଣି…