ହରିୟାଣା ନିର୍ବାଚନ ଫଳାଫଳକୁ ନେଇ ଏମିତି କିଛି କହିଲେ ମୁଖ୍ୟମନ୍ତ୍ରୀ

ହରିୟାଣା ନିର୍ବାଚନ ଫଳାଫଳକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।…

ଆଜି ଆସିବ ସୁଭଦ୍ରା ଟଙ୍କା , ଏହି ସମୟରେ ଚେକ୍ କରନ୍ତୁ ଆକାଉଣ୍ଟ

ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟରେ ଆଜି ପ୍ରାୟ ୩୫ଲକ୍ଷ ଯୋଗ୍ୟ ହିତାଧିକାରୀଙ୍କୁ ୫ହଜାର ଲେଖାଏଁ ଟଙ୍କା ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ…

ଜୀ ସାର୍ଥକରେ ନୂଆ ଫିଲ୍ମ ‘ଉଡନ୍ତା ଥାଳିରେ ଆସିଛି ପ୍ରିୟା’ ୨. ୦’ ର ଅଡିଓ ଲୋକାର୍ପଣ, ଅକ୍ଟୋବର ୧୩ ସନ୍ଧ୍ୟା…

ଭୁବନେଶ୍ୱର ( ଆମ ଟିଭି ) :ଓଡିଶାର ଘରେ ଘରେ ପରିଚିତ ଜୀ ସାର୍ଥକ ସବୁବେଳେ ଓଡ଼ିଆ ଘରର ପରମ୍ପରା ଓ ରୀତିନୀତିକୁ ଆଖିଆଗରେ ରଖି ଭେଟିଦିଏ ବିଭିନ୍ନ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ,…

ଦ୍ୱିତୀୟ ଥର ବି ଖାତାକୁ ‘ସୁଭଦ୍ରା ଟଙ୍କା’ ନ ଆସିଲେ କ’ଣ କରିବେ ହିତାଧିକାରୀ?

ଭୁବନେଶ୍ୱର (ଆମ ଟିଭି): ବୁଧବାର ଅର୍ଥାତ ଅକ୍ଟୋବର ୯ରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆସିବ। ଦଶହରା ସମୟ ଥିବାରୁ ଏନେଇ ମହିଳାଙ୍କ ମଧ୍ୟରେ ଉତ୍ସାହ…

ଆଶ୍ଚର୍ଯ୍ୟ! ୧୩ ଥାନାରେ ନାହିଁ ସିସିଟିଭି

ଭୁବନେଶ୍ୱର (ଆମ ଟିଭି): ହାଇକୋର୍ଟରେ ଭରତପୁର ଥାନା ମାମଲାର ଶୁଣାଣି ବେଳେ ବଡ଼ ବୟାନ ଦେଇଛନ୍ତି ଏଡିଜି ଦୟାଲ ଗଙ୍ଗୱାର୍‌। ୧୩ଟି ଥାନାରେ ସିସିଟିଭି ନ ଥିବା ଗଙ୍ଗୱାର୍‌ ହାଇକୋର୍ଟଙ୍କୁ…

ଅଭିନେତା ମିଥୁନଙ୍କୁ ମିଳିଲା ଦାଦା ସାହେବ ଫାଲକେ ପୁରସ୍କାର; ସମ୍ମାନିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ (ଆମ ଟିଭି): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୂଆଦିଲ୍ଲୀଠାରେ ୨୦୨୨ ବର୍ଷ ପାଇଁ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିଛନ୍ତି। ସୂଚନା ଓ ପ୍ରସାରଣ ମନ୍ତ୍ରୀ…

ଶ୍ରେଷ୍ଠ ଓଡିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର

ଭୁବନେଶ୍ବର (ଆମ  ଟିଭି): ଭାରତ ସରକାରଙ୍କ ଦ୍ବାରା ଆୟୋଜିତ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ରାଷ୍ଟ୍ରପତି…

ଆସନ୍ତାକାଲି ଖାତାକୁ ଆସିବ ସୁଭଦ୍ରା ଟଙ୍କା, ଜାଣନ୍ତୁ କେଉଁ ହିତାଧିକାରୀମାନେ ଆଦୌ ପାଇବେନି

ଆସନ୍ତାକାଲି ଅର୍ଥାତ୍‌ ୯ ତାରିଖରେ ସୁଭଦ୍ରା ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଖାତାକୁ ଆସିବ। ହେଲେ ଏହା ପୂର୍ବରୁ ସମସ୍ତଙ୍କ ମନରେ ପ୍ରଶ୍ନ ଉଠୁଛି ଯେ କେଉଁ ବ୍ୟାଙ୍କ…

ଭାରତକୁ ସହାୟତା ଗୁହାରି କଲା ଲେବାନନ୍‌

ଇସ୍ରାଏଲର ଗାଜା ଏବଂ ଲେବାନନ ଉପରେ ହୋଇଥିବା ଆକ୍ରମଣକୁ ନେଇ ଲେବାନନ ରାଷ୍ଟ୍ରଦୂତ ରବି ନାରାଶ ଉଦ୍‌ବେଗ ପ୍ରକାଶ କରିଛନ୍ତି ଏବଂ ଏହାକୁ ବିପର୍ଯ୍ୟସ୍ତ ବୋଲି କହିଛନ୍ତି। ସେ କହିଛନ୍ତି,…

ଜାଣନ୍ତୁ କିଏ କେଉଁଠି ଗଢିବ ସରକାର !

ମଙ୍ଗଳବାର ସକାଳୁ ହରିୟାଣା, ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନର ଭୋଟ ଗଣତି ଚାଲିଛି। ଭୋଟ ଗଣନା ସକାଳ ୮ଟାରୁ ଆରମ୍ଭ ହୋଇଛି। ଏଥିପାଇଁ ହରିୟାଣା, ଜମ୍ମୁ କଶ୍ମୀରରେ କଡା ସୁରକ୍ଷା…