ରାଜ୍ୟର ସମସ୍ତ ଜିଲାରେ ହେବ ମେଡିକାଲ କଲେଜ; ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର(ଆମ ଟିଭି): ରାଜ୍ୟ ସରକାର କଲେ ବଡ଼ ଘୋଷଣା । ରାଜ୍ୟର ସମସ୍ତ ଜିଲାରେ ମେଡିକାଲ କଲେଜ ହେବ। ଗୁରୁବାର ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ଘୋଷଣା କରିଛନ୍ତି।…

ଭୟଙ୍କର ସ୍ଥିତି ଆଡକୁ ଯାଉଛି ବାଂଲାଦେଶ: ସେନା ହାତକୁ ଗଲା ମାଜିଷ୍ଟ୍ରେଟ କ୍ଷମତା

ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଅରାଜକତାକୁ ରୋକିବାରେ ଅସଫଳ ପ୍ରମାଣ ହୋଇଛନ୍ତି। ଫଳରେ ଦେଶରେ ପୁଣି ଥରେ ସାମରିକ ଶାସନର ଆହ୍ବାନ ବଢୁଛି। ଏହି ସମୟ…

ମୋହନ ସରକାରଙ୍କୁ ଆଜି ୧୦୦ ଦିନ ପୁରିଛି, ପୁରୀରେ ଭବ୍ୟ କାର୍ଯ୍ୟକ୍ରମ

ରାଜ୍ୟରେ ମୋହନ ସରକାରକୁ ଆଜି ୧୦୦ ଦିନ ପୂରୁଛି। ଲୋକଙ୍କ ପାଖରେ ରାଜ୍ୟ ସରକାରଙ୍କ ଉପଲବ୍ଧି ପହଞ୍ଚାଇବାକୁ ପୁରୀରେ ବଡ଼ ଆୟୋଜନ କରିଛି ବିଜେପି। ଶହେ ଦିନ ପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମକୁ…

ବିଜେଡିରେ ସଙ୍କଟ:ବହୁ କର୍ମକର୍ତ୍ତା ପଦ ଛାଡ଼ିଲେ

ଗତ ନିର୍ବାଚନରେ ବିଜେଡି ବିଧାୟକ ଭାବେ ଅରବିନ୍ଦ ମହାପାତ୍ର ଜିତିବାର ୩ ମାସ ନ ବିତୁଣୁ ପ୍ରଥମେ ଡେରାବିଶ ବ୍ଲକ ବିଜେଡି ସଭାପତି ଦେବାଶିଷ ଆଚାର୍ଯ୍ୟ ନିଜ ପଦରୁ ଇସ୍ତଫା ଦେଇଥିଲେ। ବୁଧବାର…

ଗୋଟିଏ ଦେଶ-ଗୋଟିଏ ନିର୍ବାଚନକୁ ମୋଦି କ୍ୟାବିନେଟର ଅନୁମୋଦନ

ଓ୍ବାନ ନେଶନ ଓ୍ବାନ ଇଲେକଶନର ଅର୍ଥ ହେଉଛି ଗୋଟିଏ ଦେଶ-ଗୋଟିଏ ନିର୍ବାଚନ। ଏହା ଏବେ ମୋଦି କ୍ୟାବିନେଟର ଅନୁମୋଦନ ଲାଭ କରିଛି। ବୁଧବାର (ସେପ୍ଟେମ୍ବର ୧୮)ରେ କେନ୍ଦ୍ର କ୍ୟାବିନେଟ ଗୋଟିଏ…

ଉଦୟନିଧି ଷ୍ଟାଲିନ ହେବେ ଉପ ମୁଖ୍ୟମନ୍ତ୍ରୀ; ଯେକୌଣସି ସମୟରେ ହୋଇପାରେ ଘୋଷଣା

ନୂଆଦିଲ୍ଲୀ(ଆମ ଟିଭି): ତାମିଲନାଡୁରୁ ଏକ ବଡ ଖବର ସାମ୍ନାକୁ ଆସିଛି। ଏବେ ଉଦୟନିଧି ଷ୍ଟାଲିନଙ୍କୁ ତାମିଲନାଡଉର ଉପମୁଖ୍ୟମନ୍ତ୍ରୀ କରାଯାଇପାରେ। ଏହି ଘୋଷଣା ବୁଧବାର ଯେ କୌଣସି ସମୟରେ…

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର; ଟିକେଟ କନଫର୍ମ ନ ହେଲେ ବି ଏସି ବଗିରେ ଯାତ୍ରା କରିପାରିବେ ଯାତ୍ରୀ

ନୂଆଦିଲ୍ଲୀ(ଆମ ଟିଭି): ଟ୍ରେନ ଯୋଗେ ଯାତ୍ରା କରୁଥିବା ଲୋକମାନେ ଉତ୍ସବ ଏବଂ ଛୁଟିଦିନରେ ସବୁଠାରୁ ବଡ ସମସ୍ୟାର ସମ୍ମୁଖୀନ ହୁଅନ୍ତି, କାରଣ ସେହି ସମୟରେ ଏକ କନଫର୍ମ ଟିକେଟ ପାଇବା ବହୁତ…

ଖୁବ ଶୀଘ୍ର ମିଳବ ଚିଟ୍‌ଫଣ୍ଡ ଟଙ୍କା; ମନମୋହନ ସାମଲଙ୍କ ବଡ଼ ସୂଚନା

ଭୁବନେଶ୍ୱର (ଆମ ଟିଭି):  ଖୁବ ଶୀଘ୍ର ମିଳବ ଚିଟ୍‌ଫଣ୍ଡ ଟଙ୍କା। ଏନେଇ ପ୍ରେସମିଟ୍‌ କରି ବଡ଼ ସୂଚନା ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ମୋହନ ସରକାରଙ୍କୁ ଆସନ୍ତା କାଲି…

୧୦ ବର୍ଷ ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ଥର ବିଧାନସଭା ନିର୍ବାଚନ ଆଜି; ୨୧୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ…

ନୂଆଦିଲ୍ଲୀ(ଆମ ଟିଭି): ଦୀର୍ଘ ୧୦ ବର୍ଷ ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ବୁଧବାର ପ୍ରଥମ ପର୍ଯ୍ୟାୟରେ ୭ ଜିଲାର ୨୪ ଆସନରେ ଭୋଟଗ୍ରହଣ…

ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ: ହସ୍ପିଟାଲରେ ଭେଟି ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଆମ ଟିଭି): ଆନ୍ଧ୍ର ପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ଭାଜପା ନେତା ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥତାବଶତଃ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ…