ଅପରିବର୍ତ୍ତିତ ରହିଲା ରେପୋ ରେଟ୍; ୬.୫%ରେ ହିଁ ରେପୋ ରେଟ୍ ସ୍ଥିର

ନୂଆଦିଲ୍ଲୀ (ଆମ ଟିଭି): ଅପରିବର୍ତ୍ତିତ ରହିଲା ରେପୋ ରେଟ୍ । ରେପୋ ରେଟକୁ ୬.୫ ପ୍ରତିଶତ ରଖିଛନ୍ତି ରିଜର୍ଭ ବ୍ୟାଙ୍କ । ଏନେଇ ଆରବିଆଇ ଗର୍ଭଣ୍ଣର ଶକ୍ତିକାନ୍ତ ଦାସ ସୂଚନା ଦେଇଛନ୍ତି ।…

କଙ୍ଗନା ରାଣାୱତଙ୍କୁ ଶକ୍ତ ଚାପୁଡା ମାରିଲେ ସିଏସ୍‌ଏଫ ଗାର୍ଡ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ (ଆମ ଟିଭି): ବଲିଉଡ ଅଭିନେତ୍ରୀ ତଥା ଭାଜପା ଏମ୍‌ପି କଙ୍ଗନା ରାଣାୱତଙ୍କୁ ଚଣ୍ଡିଗଡ଼ ବିମାନ ବନ୍ଦରରେ ଜଣେ ସିଏସ୍‌ଏଫ ଗାର୍ଡ ଚାପୁଡ଼ା ମାରିଛନ୍ତି। ଅଭିନେତ୍ରୀ ଅଭିଯୋଗ ଆଣି…

ପାଣ୍ଡିଆନ୍‌ଙ୍କ ମୁଣ୍ଡରେ ଦୋଷ ଦେଇ ଖସିଯାଇପାରିବେନି ନବୀନ: ଜୟନାରାୟଣ

ଭୁବନେଶ୍ୱର (ଆମ ଟିଭି): ଓଡ଼ିଶାରେ ଭାଜପା ପ୍ରଥମ ଥର ସରକାର ଗଢିବାକୁ ଯାଉଛି। ତେବେ କାହାକୁ ଦଳ କରିବ ମୁଖ୍ୟମନ୍ତ୍ରୀ, ତାକୁ ନେଇ ଦଳ କସରତ ଆରମ୍ଭ କରିଛି। ଭାଜପା ନେତା ଜୟନାରାୟଣ ମିଶ୍ର…

ସରକାର ଗଢିବାକୁ ଚେଷ୍ଟା କରିଥିଲୁ କିନ୍ତୁ ତାହା ହୋଇପାରିଲାନି: ଶରତ ପଟ୍ଟନାୟକ

ଭୁବନେଶ୍ୱର (ଆମ ଟିଭି): ଓଡ଼ିଶାରେ ଉଭୟ ଲୋକସଭା ଓ ବିଧାନସଭା ଫଳାଫଳ ଆସିବା ପରେ ସାମ୍ବାଦିକ ସମ୍ମିଳନୀ କରିଛି କଂଗ୍ରେସ । ପ୍ରେସମିଟରେ ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି,…

ଭିକେ ପାଣ୍ଡିଆନ୍ କୁଆଡେ ଗଲେ? ସବୁଠି ଚର୍ଚ୍ଚା

ଭୁବନେଶ୍ୱର (ଆମ ଟିଭି): ନିର୍ବାଚନରେ ବିଜେଡି ବିପର୍ଯ୍ୟୟର ସାମ୍ନା କରିଛି । କିନ୍ତୁ ଏହି ବିପର୍ଯ୍ୟୟ ପାଇଁ କିଏ ଦାୟୀ । ଏହାକୁ ନେଇ ଚର୍ଚ୍ଚା ଚାଲିଛି । ମୁଖ୍ୟମନ୍ତ୍ରୀ ପଦରୁ ନୀବନ…

ବିଏସକେୱାଇ ବନ୍ଦ କଲେ କାର୍ଯ୍ୟାନୁଷ୍ଠାନ; ସେବାରେ ବ୍ୟାଘାତ ହେଲେ ୧୦୪ରେ କଲ୍ କରିବାକୁ ପରାମର୍ଶ

ଭୁବନେଶ୍ୱର (ଆମ ଟିଭି): ରାଜ୍ୟରେ ବିଏସକେୱାଇ ଯୋଜନା ବନ୍ଦ ଭିତରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ବିଏସକେୱାଇ ଯୋଜନା ଚାଲୁ ରହିଥିବା ସେ ସ୍ପଷ୍ଟ କରିଛନ୍ତି ।…

ଆସନ୍ତା ୯ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର (ଆମ ଟିଭି): ଆସନ୍ତା ୯ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ । ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦୀ । ରବିବାର ସନ୍ଧ୍ୟା ୬ଟାରେ…

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପଦରୁ ଇସ୍ତଫା ଦେଲେ ସୁରେଶ ମହାପାତ୍ର, ଆର. ବାଲକ୍ରିଷ୍ଣନ୍

ଭୁବନେଶ୍ୱର (ଆମ ଟିଭି): ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ପଦରୁ ଇସ୍ତଫା ଦେଲେ ରିଟାୟର୍ଡ ଆଇଏଏସ୍ ସୁରେଶ ଚନ୍ଦ୍ର ମହାପାତ୍ର । ତାଙ୍କ ସହ ଆର୍ ବାଲକ୍ରିଷ୍ଣନ୍ ମଧ୍ୟ ନିଜ ପଦରୁ…

ଜୁନ ୧୦ ତାରିଖ ପୂର୍ବରୁ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ

ଭୁବନେଶ୍ୱର (ଆମ ଟିଭି): ଜୁନ ୧୦ ତାରିଖ ପୂର୍ବରୁ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ । ସ୍ୱାଭାବିକ ସମୟ ପୂର୍ବରୁ ମୌସୁମୀ ପହଞ୍ଚିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ଆଜି ସାବିତ୍ରୀ ବ୍ରତ । ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ସ୍ତ୍ରୀଙ୍କ ଲକ୍ଷ୍ମୀନାରାୟଣ ପୂଜା

ଆଜି ସାବିତ୍ରୀ ବ୍ରତ । ସ୍ୱାମୀଙ୍କ ମଙ୍ଗଳ ଓ ଦୀର୍ଘାୟୁ କାମନା କରି ବ୍ରତ ପାଳୁଛନ୍ତି ସ୍ତ୍ରୀ । ଲକ୍ଷ୍ମୀନାରାୟଣଙ୍କ ପୂଜା କରି ସ୍ୱାମୀଙ୍କ ମଙ୍ଗଳ କାମନା କରୁଛନ୍ତି । ସାବିତ୍ରୀଙ୍କ…