୯ କିଲୋମିଟର ପାଦରେ ଚାଲି ଚାଲି ରୋଡ ସୋ କଲେ ମମତା ବାନାର୍ଜୀ,ପ୍ରାର୍ଥୀଙ୍କ ପାଇଁ କଲେ ଭୋଟ ଭିକ୍ଷା ।

ନିର୍ବାଚନୀ ମାହୋଲ ଚାରିଆଡେ ଜମୁଛି । ଜୁନ ୧ରେ ସାରା ଦେଶରେ ଅନ୍ତିମ ପର୍ଯ୍ୟାୟରେ ପଡିବ ଭୋଟ । କିଏ କେଉଁ ଉପାୟରେ ପ୍ରାର୍ଥୀଙ୍କ ମନ ଜିଣିବ ତାକୁ ନେଇ ପ୍ରାର୍ଥୀ କରୁଛନ୍ତି କସରତ ।…

ଆଶ୍ଚର୍ଯ୍ୟ କରିବ ବିହାରର ରେଜଲ୍ଟ’, ରାହୁଲଙ୍କ ସହ ଆଲୋଚନା ସମୟରେ ତେଜସ୍ବୀଙ୍କ ଭବିଷ୍ୟବାଣୀ

ଆରଜେଡି ନେତା ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ତାଙ୍କ ପରିବାର ଏବଂ ସାଙ୍ଗମାନଙ୍କ ସହିତ ମଧ୍ୟାହ୍ନ ଭୋଜନ କରୁଥିବା ସମୟରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ଏହା…

ଡିଏସ କୁଟ୍ଟେଙ୍କ ନିଲମ୍ବନ ପ୍ରସଙ୍ଗକୁ ନେଇ ମୁହଁ ଖୋଲିଲେ ପାଣ୍ଡିଆନ, ପ୍ରେସମିଟ୍‌ କରି କହିଦେଲେ ଭିତିରି କଥା

ଅଫିସର ଡିଏସ କୁଟ୍ଟେଙ୍କ ନିଲମ୍ବନ ନେଇ ମୁହଁ ଖୋଲିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସକାଳୁ ସକାଳୁ ପ୍ରେସମିଟ୍‌ କରି ସେ କହିଛନ୍ତି, ଭାଜପା ଯାହା ଚାହୁଁଛି ତାହା କରୁଛି।…

ମେ’୩୧ ସୁଦ୍ଧା ଆଧାର-ପାନ୍‌ ଲିଙ୍କ୍‌ କରିବାକୁ ପରାମର୍ଶ

ମେ’ ୩୧ ତାରିଖ ସୁଦ୍ଧା ଲୋକଙ୍କୁ ସେମାନଙ୍କର ପ୍ୟାନ୍‌ ଏବଂ ଆଧାରକୁ ଲିଙ୍କ୍‌ କରିବାକୁ ପଡ଼ିବ। ଏନେଇ ଆୟକର(ଆଇଟି) ବିଭାଗ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ଜାରି କରାଯାଇଛି। ଆଇଟି ବିଭାଗ…

ହସ୍ପିଟାଲରେ ଭର୍ତ୍ତି ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ କଟକ ଏସସିବିରେ ଭର୍ତ୍ତି ହୋଇଛନ୍ତି। ଖୋର୍ଦ୍ଧା ଜେଲରୁ ଅଣାଯାଇ ତାଙ୍କୁ ଭୋର ୪ଟାରେ ଏସସିବିରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଓକିଲଙ୍କ ଆବେଦନ…

କେଜରିଓ୍ବାଲଙ୍କୁ ସୁପ୍ରିମକୋର୍ଟଙ୍କଠାରୁ ବଡ଼ ଝଟକା

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ସୁପ୍ରିମକୋର୍ଟଙ୍କଠାରୁ ବଡ଼ ଝଟକା ଲାଗିଛି। ମଧ୍ୟବର୍ତ୍ତୀକାଳୀନ ଜାମିନ ବୃଦ୍ଧି କରିବାକୁ ସେ ଏକ ପିଟିସନ ଦାଖଲ କରିଥିଲେ, ଯାହାକୁ…

ଯୁବକ ଥିବେ, ଓଡ଼ିଆ କହୁଥିବେ, ଜଗନ୍ନାଥଙ୍କ ଭକ୍ତ ହିଁ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ :ଶାହା

ଭଦ୍ରକ ଚାନ୍ଦବାଲିରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଜନସଭାକୁ ସମ୍ବୋଧିତ କରି ଓଡ଼ିଶାରେ ଭାଜପା ସରକାର ଗଢ଼ିବା ସହ ମୋଦିଙ୍କୁ ପୁଣିଥରେ ପ୍ରଧାନମନ୍ତ୍ରୀ କରିବାକୁ ରଣହୁଙ୍କାର…

ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ, ଜଣାପଡ଼ିଲା ପ୍ରଶାନ୍ତ ଜଗଦ୍ଦେବଙ୍କ ସାଂଘାତିକ ସତ

EVM ଭାଙ୍ଗିବା ଅଭିଯୋଗ ମାମଲାରେ ଅଭିଯୁକ୍ତ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ପ୍ରଶାନ୍ତ ଇଭିଏମ ଭାଙ୍ଗିଛନ୍ତି କି ନାହିଁ ତାକୁ ନେଇ ସାଂଘାତିକ ସତ…

ରାମ ରହିମଙ୍କୁ ହାଇକୋର୍ଟରୁ ମିଳିଲା ବଡ ଆଶ୍ୱସ୍ତି

ନୂଆଦିଲ୍ଲୀ (ଆମ ଟିଭି): ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ରଣଜିତ ସିଂ ହତ୍ୟା ମାମଲାରେ ଡେରା ସଚ୍ଚା ସୌଦା ମୁଖ୍ୟ ଗୁରୁମିତ ରାମ ରହିମଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଏହି ମାମଲାରେ…

ପୁଣି ବଢିବ ତାତି, କଲବଲ କରିବ ଖରା

ଭୁବନେଶ୍ୱର (ଆମ ଟିଭି): ପୁଣି ବଢିବ ତାତି, କଲବଲ କରିବ ଖରା । ଆଗାମୀ ଦୁଇରୁ ତିନି ଦିନ ଭିତରେ ତାପମାତ୍ରା ୩ରୁ ୫ଡିଗ୍ରୀ ବଢିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।…