ଦିଲ୍ଲୀରେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ ସଡକ ପରିବହନ ମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ବିଜେପି ସଭାପତି । ବିକାଶ ପାଇଁ…

ଦିଲ୍ଲୀରେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ ସଡକ ପରିବହନ ମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ରାଜ୍ୟର ବିକାଶ ପାଇଁ କଣ କଣ କାର୍ଯ୍ୟକ୍ରମ ଗ୍ରହଣ କରାଯାଇପାରିବ…

୨୩ ଅଗଷ୍ଟକୁ ୟୁକ୍ରେନ ଯାଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି, ରୁଷିଆ ସହିତ ଯୁଦ୍ଧ ମଧ୍ୟରେ ଏହା ପ୍ରଥମ ଗସ୍ତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି 23 ଅଗଷ୍ଟରେ ୟୁକ୍ରେନ ଗସ୍ତ କରିବେ। ଏହି ସମୟରେ ସେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ଭେଟିବେ। ରୁଷିଆ-ୟୁକ୍ରେନ ସହିତ ଯୁଦ୍ଧ ପରେ ଏହା…

ରାଗିଗଲେ ମମତା, ନୀତି ଆୟୋଗ ବୈଠକ ଛାଡି ମଝିରୁ ପଳାଇଲେ, ଜାଣନ୍ତୁ କାହିଁକି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ନୀତି ଆୟୋଗ ବୈଠକ ଚାଲିଛି। ଏହି ବୈଠକରେ ଭାଜପା ଶାସିତ ମୁଖ୍ୟମନ୍ତ୍ରୀଙ୍କ ବ୍ୟତିତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା…

ଅନୁଗୋଳ-ପୁରୀ ପାସେଞ୍ଜର ଟ୍ରେନ୍‌ରେ ବଡ଼ ଧରଣର ଅଗ୍ନିକାଣ୍ଡ

ଅନୁଗୋଳ-ପୁରୀ ପାସେଞ୍ଜର ଟ୍ରେନର ବ୍ରେକରେ ଶନିବାର ନିଆଁ ଲାଗିଛି। ପୁରୀ ମାଳତିପାଟପୁର ରେଳ ଷ୍ଟେଶନ ନିକଟରେ ଟ୍ରେନ୍‌ ପଛ ପାଖ ଇଞ୍ଜିନରୁ ଧୂଆଁ ବାହାରିବା ଲୋକେ ଦେଖିଥିଲେ। ପରେ ଟ୍ରେନର…

ନୀତି ଆୟୋଗ ବୈଠକରେ ଯୋଗ ଦେଲେନି ନୀତିଶ କୁମାର, ଜଣାପଡିଲା ବଡ଼ କାରଣ

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀରେ ଆୟୋଜିତ ନୀତି ଆୟୋଗର ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଯୋଗ ଦେଇନାହାଁନ୍ତି। ଏହି ବୈଠକରେ ରାଜ୍ୟର ଉପ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଏବଂ ବିଜୟ…

ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଲେ ଏହି ଦେଶର ପ୍ରଧାନମନ୍ତ୍ରୀ

ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ରାପବ୍ଲିକାନ୍‌ ପାର୍ଟିର ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଇସ୍ରାଏଲ୍‌ର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତନ୍ୟାହୁ ସାକ୍ଷାତ କରିଛନ୍ତି । ଗାଜାରେ ଜାରି…

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର (ଆମ ଟିଭି): ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି ଭିଜିଲାନ୍ସ।…

ବଢିଲା କମଲା ହ୍ୟାରିସଙ୍କ ବଳ; ସମର୍ଥନ ଦେବାକୁ ବାରାକ ଓବାମା ଓ ମିଚେଲ ଓବାମାଙ୍କ ଘୋଷଣା

ନୂଆଦିଲ୍ଲୀ (ଆମ ଟିଭି); ସବୁ ଚର୍ଚ୍ଚା, ଗୁଜବକୁ ପଛରେ ରଖି ଶେଷରେ କମଲା ହ୍ୟାରିସଙ୍କୁ ସମର୍ଥନ ଜଣାଇଲେ ଆମେରିକା ରାଷ୍ଟ୍ରପତି ବାରାକ ଓବାମା ଓ ପତ୍ନୀ ମିଚେଲ ଓବାମା । ଅଫିସିଆଲ ୱେବସାଇଟରେ…

ଅଧାରାସ୍ତାରେ ଗାଡି ଅଟକାଇ ଚପଲ ସିଲାଇ କଲେ ରାହୁଲ ଗାନ୍ଧୀ । ସୋସିଆଲ ମିଡିଆରେ ଭାଇରାଲ ହେଲା ଭିଡିଓ

ନୂଆଦିଲ୍ଲୀ (ଆମ ଟିଭି):  ସୁଲତାନପୁରରେ ରାହୁଲ ଗାନ୍ଧୀ କୋର୍ଟରୁ ବାହାରିବା ସମୟରେ ଦେଖିବାକୁ ମିଳିଥିଲା ଏକ ନିଆରା ଦୃଶ୍ୟ । କୋର୍ଟରୁ ବାହାରିବା ପରେ ସିଧା ଯାଇ ନିକଟରେ ଥିବା ଏକ ଜୋତା…

ଓଡିଶାର ଅଗ୍ନିବୀରଙ୍କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ୧୦% ସଂରକ୍ଷଣ ସହ ବୟସ ସୀମାରେ ୫ ବର୍ଷ କୋହଳ

ଭୁବନେଶ୍ବର (ଆମ ଟିଭି): ଓଡିଶାର ଅଗ୍ନିବୀରଙ୍କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । କାରଗିଲ ବିଜୟ ଦିବସ ଉତ୍ସବରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟ ସରକାର ଓଡିଶାର…