୨୪ ଘଣ୍ଟାରେ ଅବପାତ; ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ

କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ଆଜି ୱେଲ୍ ମାର୍କଡ ଲୋ- ପ୍ରେସର ବା ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ୨୪ ଘଣ୍ଟାରେ ଏହା ଅବପାତରେ ପରିଣତ…

ଆଜିଠୁ ବିଜେପିର କାର୍ଯ୍ୟକାରିଣୀ ବୈଠକ; ପ୍ରସ୍ତୁତ ହେବ ରୋଡମ୍ୟାପ୍

ଆଜିଠୁ ବିଜେପିର ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ବସିବ। ପ୍ରସ୍ତୁତ ହେବ ନୂଆ ସରକାରଙ୍କ ରୋଡମ୍ୟାପ୍। ପୁରୀରେ ଆୟୋଜିତ କାର୍ଯ୍ୟକାରିଣୀକୁ ଉଦଘାଟନ କରିବେ ବିଜେପି…

ବିିହାର ଏବଂ ଆନ୍ଧ୍ରପ୍ରଦେଶକୁ ଚାହୁଁଛି ବିଶେଷ ରାଜ୍ୟ ମାନ୍ୟତା; ଜାଣନ୍ତୁ ପୂର୍ବରୁ କେଉଁ କେଉଁ ରାଜ୍ୟକୁ ମିଳିଥିଲା…

ନୂଆଦିଲ୍ଲୀ(ଆମ ଟିଭି): କେନ୍ଦ୍ରରେ ଏନଡିଏ ସରକାର ଗଠନ ହେବା ପରେ ବିହାର ଓ ଆନ୍ଧ୍ରପ୍ରଦେଶକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବାକୁ ଦାବି ଜୋର ଧରିଛି । ବିହାରରେ ସରକାରରେ ଥିବା…

ନିଟ୍ ୟୁଜି ପରୀକ୍ଷା ମାମଲାରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ; ଶନିବାର ୧୨ଟା ସୁଦ୍ଧା ରେଜଲ୍ଟ…

ନୂଆଦିଲ୍ଲୀ(ଆମ ଟିଭି): ନିଟ୍ ୟୁଜି ପରୀକ୍ଷା ମାମଲାରେ ସୁପ୍ରିମକୋର୍ଟଙ୍କ ବଡ ନିର୍ଦ୍ଦେଶ । ଶନିବାର ଦ୍ୱିପହର ୧୨ଟା ସୁଦ୍ଧା ରେଜଲ୍ଟକୁ ଅନଲାଇନରେ ଅପଲୋଡ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି…

ଉତ୍ତରପ୍ରଦେଶର ଗୋଣ୍ଡାରେ ଭୟଙ୍କର ଟ୍ରେନ ଦୁର୍ଘଟଣା: ରେଳଧାରଣାରୁ ଖସିପଡିଲା ୮ରୁ ୧୦ ବଗି, ୪ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ(ଆମ ଟିଭି): ୟୁପି ଗୋଣ୍ଡା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି । ଏହି ସଂଖ୍ୟା ଅଧିକ ବଢିବାର ସମ୍ଭାବନା ରହିଛି । ସେହିପରି ୨୦ରୁ ଅଧିକ ଆହତ ହୋଇଛନ୍ତି ।…

ଆସୁଛି ବଡ଼ ବର୍ଷା: ଦକ୍ଷିଣ ଓଡିଶାର ଗଞ୍ଜାମ, ଗଜପତି, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ…

ଭୁବନେଶ୍ୱର (ଆମ ଟିଭି): ଆସୁଛି ପ୍ରବଳ ବର୍ଷା। ସିରିଜ୍ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ଗଂଜାମ, ଗଜପତି, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ…

କମଲା ହାରିସ୍‌ ହୋଇପାରନ୍ତି ରାଷ୍ଟ୍ରପତି

ଆମେରିକାର ଉପରାଷ୍ଟ୍ରପତି କମଲା ହାରିସ୍‌ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ହୋଇପାରିବେ ବୋଲି ରାଷ୍ଟ୍ରପତି ଜୋ ବାଇଡେନ୍‌ କହିଛନ୍ତି। ବାଇଡେନ୍‌ଙ୍କ ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ସେ…

ସୁରକ୍ଷା କର୍ମୀଙ୍କ ଉପରେ ନକ୍ସଲଙ୍କ ଆକ୍ରମଣ: ୨ ଯବାନ ସହିଦ, ୪ ଆହତ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି। ନକ୍ସଲ ଅପେରସନରେ ବିଜପୁର ଓ ସୁକମା ସୀମାନ୍ତ ଜଙ୍ଗଲରେ କୁମ୍ବିଂ କରୁଥିବା ଯବାନଙ୍କ ଉପରେ ନକ୍ସଲ…

ଅଧିନାୟକ ହେବା ପାଇଁ ହାର୍ଦ୍ଦିକ-ସୂର୍ଯ୍ୟକୁମାର ମୁହାଁମୁହିଁ: ଗମ୍ଭୀର-ରୋହିତଙ୍କ ପସନ୍ଦ କିଏ ଜାଣନ୍ତୁ…

କୋଲକାତା: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟି-୨୦ ସିରିଜ ଜୁଲାଇ ୨୭ରୁ ଆରମ୍ଭ ହେବାକୁ ଯାଉଛି। ଯେଉଁଥିପାଇଁ ଖୁବ ଶୀଘ୍ର ଟିମ୍ ଇଣ୍ଡିଆ ଦଳ ଘୋଷଣା କରାଯିବ। ଟି-୨୦ ଆନ୍ତର୍ଜାତୀୟ କ୍ରିକେଟରୁ…

ଆଜି ରଥ ଉପରେ ହେବ ଶ୍ରୀଜିଉଙ୍କ ଅଧରପଣା ନୀତି । କାଲି ନୀଳକନ୍ଦରକୁ ବାହୁଡ଼ିବେ ମହାପ୍ରଭୁ

ଆଜି ଦ୍ୱାଦଶୀ ତିଥି । ପରମ୍ପରା ଅନୁୟାୟୀ ଆଜି ରଥ ଉପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅଧରପଣା ନୀତି ହେବ । ସ୍ୱତନ୍ତ୍ର ଭାବରେ ତିଆରି ହୋଇଥିବା ଅଧରହାଣ୍ଡିରେ ଏହି ପଣା ପ୍ରଭୁଙ୍କୁ ସମର୍ପଣ…