କାହିଁକି ଆବେଦନ ଫେରାଇ ନେଲେ କେଜ୍ରିୱାଲ

ଗିରଫଦାରୀ ବିରୁଦ୍ଧରେ କରିଥିବା ଆବେଦନ ପ୍ରତ୍ୟାହାର କରିନେଲେ ଅରବିନ୍ଦ କେଜ୍ରିୱାଲ। ଇଡିର ଗିରଫଦାରୀ ବିରୁଦ୍ଧରେ କେଜ୍ରିୱାଲ ସୁପ୍ରିମକୋର୍ଟରେ ଯେଉଁ ଆବେଦନ କରିଥିଲେ, ତାକୁ ଆଜି ଉଠାଇ…

ଦିଲ୍ଲୀରୁ ଫେରିବା ପରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ବଡ଼ ବୟାନ

ଭୁବନେଶ୍ୱର (ଆମ ଟିଭି): ଖୁବ୍ ଶୀଘ୍ର ଆସିବ ବିଜେପିର ପ୍ରାର୍ଥୀ ତାଲିକା ଆସିବ । ନୂଆଦିଲ୍ଲୀରୁ ଫେରିଲା ପରେ ଗୁରୁବାର ରାତିରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଗଣମାଧ୍ୟମକୁ ଏହି…

କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷରୁ ହଟିଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର (ଆମ ଟିଭି): ଓଡ଼ିଶା କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ଦେଇଛି କଂଗ୍ରେସ । ତାଙ୍କ ସ୍ଥାନରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ…

କେଜ୍ରିୱାଲଙ୍କ ଆବେଦନର ଶୁଣାଣି କଲେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ (ଆମ ଟିଭି): ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନର ଶୁଣାଣି ସୁପ୍ରିମକୋର୍ଟରେ ହୋଇଥିଲା। ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ଙ୍କ ଖଣ୍ଡପୀଠ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ…

ନବୀନ ନିବାସରେ ପୁଣିଥରେ ଚାଲିଛି ନିର୍ବାଚନୀ କସରତ୍

ଭୁବନେଶ୍ୱର (ଆମ ଟିଭି): ମେଣ୍ଟ ଚର୍ଚ୍ଚା ଭିତରେ ଆଜି ନବୀନ ନିବାସରେ ପୁଣିଥରେ ଚାଲିଛି ନିର୍ବାଚନୀ କସରତ୍ । ତିନିଟି ସଂସଦୀୟ କ୍ଷେତ୍ର ବରଗଡ଼, କଳାହାଣ୍ଡି ଓ ବଲାଙ୍ଗିର ସଂସଦୀୟ କ୍ଷେତ୍ର…

ଦାମୋଦର ରାଉତଙ୍କ ବିୟୋଗ; ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର (ଆମ ଟିଭି): ଦାମୋଦର ରାଉତଙ୍କ ବିୟୋଗ ପରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଦୁଃଖ ପ୍ରକାଶ କରିଛନ୍ତି…

ଦାମୋଦର ରାଉତଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର (ଆମ ଟିଭି): ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦାମୋଦର ରାଉତଙ୍କ ଦେହାନ୍ତ ଓଡିଶା ରାଜନୀତିରେ…

ଆଉ ନାହାଁନ୍ତି ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ

ଭୁବନେଶ୍ୱର (ଆମ ଟିଭି): ଆଉ ନାହାଁନ୍ତି ରାଜ୍ୟ ରାଜନୀତିର ଅନ୍ୟତମ ପୁରୋଧା ତଥା ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ । ଆଜି ସକାଳ ୫ଟା ୨୩ ମିନିଟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ…

୩ ସପ୍ତାହରେ “ତ୍ରିକନ୍ୟା”

ଭୁବନେଶ୍ୱର (ଆମ ଟିଭି): ଅମୀୟ ପଟ୍ଟନାୟକ ପ୍ରଡକସନ୍ସ ଓ ଟେକ୍ନୋ ଆର୍ଟ୍ସ ବ୍ୟାନରରେ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ ନିର୍ମାଣ କରିଥିବା ନୂଆ ଓଡ଼ିଆ ଚଳଚ୍ଚିତ୍ର "ତ୍ରିକନ୍ୟା" ବିଶ୍ୱ ମହିଳା…

କଂଗ୍ରେସକୁ ପଙ୍ଗୁ କରି ଦେବାକୁ ଚାହୁଁଛନ୍ତି ପ୍ରଧାନମନ୍ତ୍ରୀ ମୋଦି: ସୋନିଆ ଗାନ୍ଧି

ନୂଆଦିଲ୍ଲୀ (ଆମ ଟିଭି): ଦେଶର ସର୍ବପୁରାତନ ରାଜନୀତିକ ଦଳ କଂଗ୍ରେସକୁ ଏବେ ପାଣ୍ଠି ଚିନ୍ତା ଘାରିଛି। ଲୋକସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ତଦନ୍ତକାରୀ ସଂସ୍ଥା କଂଗ୍ରେସର ସବୁ…