ସୋରରେ ବିସ୍ଫୋରକ ଗୋଦାମ ଉପରେ ଚଢଉ

ସୋର ପୋଲିସକୁ ବଡ଼ ସଫଳତା, ଦୁଇଟି ବିସ୍ଫୋରକ ଗୋଦାମ ଉପରେ ଚଢାଉ କରାଯାଇ ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଜବତ । ଖଞ୍ଜାମାହାଲ ୫୮ ନମ୍ବର ଖାଦାନରେ ଖଣି ବ୍ଲାଷ୍ଟିଂ ପାଇଁ ମହଜୁଦ ଥିବା…

ସ୍ୱାସ୍ଥ୍ୟଗତ କାରଣ ଜଣାଇ ଅନ୍ତରୀଣ ଜାମିନ୍ ବଢାଇବାକୁ ସୁପ୍ରିମକୋର୍ଟରେ ଆବେଦନ କଲେ କେଜ୍ରିୱାଲ

ଜାମିନ୍ ଅବଧି ବଢାଇବା ପାଇଁ ଆବେଦନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଏନେଇ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି । ଅନ୍ତରୀଣ ଜାମିନ୍ ଅବଧିକୁ ଆହୁରି ୭ ଦିନ ବଢାଇବା ପାଇଁ…

କେଜରିଓ୍ବାଲଙ୍କ ଗିରଫବେଳେ କାହିଁକି ନିଖୋଜ ଥିଲେ ସ୍ବାତୀ ମାଲିଓ୍ବାଲ, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ (ଆମ ଟିଭି): ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିଓ୍ବାଲ ନିକଟରେ ବିବାଦ ଘେରରେ ଅଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଗିରଫବେଳେ ସେ କାହିଁକି…

ଦିଲ୍ଲୀର ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ; ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର (ଆମ ଟିଭି): ଦିଲ୍ଲୀର ବିବେକ ବିହାର ଅଞ୍ଚଳର ଏକ ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୭ ଶିଶୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଗୁଜରାଟ ରାଜକୋଟର ଗେମିଂ ଜୋନରେ ଅଗ୍ନିକାଣ୍ଡ ଘଟଣା; ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି

ନୂଆଦିଲ୍ଲୀ (ଆମ ଟିଭି): ଗୁଜରାଟ ରାଜକୋଟର ଗେମିଂ ଜୋନରେ ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି । ଶତାଧିକ ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତି କରାଯାଇଛି ।…

ଆଜି ଆଇପିଏଲ ମହାଲଢେଇ, ଟ୍ରଫି ହାତେଇବା ପାଇଁ ମୁହାଁମୁହିଁ ହେବେ କୋଲକାତା ନାଇଟ୍ ରାଇଡର୍ସ ଓ ସନରାଇଜର୍ସ ହାଇଦ୍ରାବାଦ

ନୂଆଦିଲ୍ଲୀ (ଆମ ଟିଭି): ଆଜି ଆଇପିଏଲ ମହାଲଢେଇ, ଟ୍ରଫି ହାତେଇବା ପାଇଁ କ୍ରିକେଟ ମୈଦାନରେ ମୁହାଁମୁହିଁ ହେବେ କୋଲକାତା ନାଇଟ୍ ରାଇଡର୍ସ ଓ ସନରାଇଜର୍ସ ହାଇଦ୍ରାବାଦ । ୬୪ ଦିନର ଲଢେଇ ପରେ…

୨୯ ତାରିଖରେ ମୟୁରଭଞ୍ଜ ବାରିପଦା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର (ଆମ ଟିଭି): ଆସନ୍ତା ୨୯ ତାରିଖରେ ନିର୍ବାଚନୀ ପ୍ରଚାର ପାଇଁ ମୟୁରଭଞ୍ଜ ବାରିପଦା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଶାଳ ଜନସଭାକୁ ସମ୍ବୋଧିତ କରିବା ସହିତ…

ଭୀଷଣ ବାତ୍ୟାର ପରିଣତ ହେଲା ବାତ୍ୟା ‘ରେମାଲ’

ଭୁବନେଶ୍ୱର (ଆମ ଟିଭି): ଭୀଷଣ ବାତ୍ୟାର ପରିଣତ ହେଲା ବାତ୍ୟା ‘ରେମାଲ’ । ଆଜି ମଧ୍ୟରାତ୍ରୀରେ ପଶ୍ଚିମବଙ୍ଗ-ବାଂଲା ଉପକୂଳରେ ଛୁଇଁବ ସ୍ଥଳଭାଗ । ପଶ୍ଚିମବଙ୍ଗ ଉପକୂଳ ପାଇଁ ରେଡ ୱାର୍ଣ୍ଣିଂ…

ତୃତୀୟ ପର୍ଯ୍ୟାୟ ଭୋଟ ପରେ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଦମ୍ଭୋକ୍ତି; କହିଲେ ‘ଆମେ ସରକାର ଗଠନ କରିସାରିଲୁଣି’

ଭୁବନେଶ୍ୱର (ଆମ ଟିଭି): ତୃତୀୟ ପର୍ଯ୍ୟାୟ ନିର୍ବାଚନ ସୁଦ୍ଧା ଉଭୟ ଲୋକସଭା ଓ ବିଧାନସଭାରେ ବିଜେଡି ସଂଖ୍ୟା ଗରିଷ୍ଠତା ହାସଲ କରିଛି । ବର୍ତମାନ ସୁଦ୍ଧା ଦଳ ୮୦ରୁ ୮୫ ପ୍ରତିଶତ ବିଜୟ ହାସଲ…

ପ୍ରକାଶ ପାଇଛି ୨୦୨୪ ର ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ୱର (ଆମ ଟିଭି): ପ୍ରକାଶ ପାଇଛି ୨୦୨୪ ର ମାଟ୍ରିକ ପରୀକ୍ଷା ଫଳ । ଚଳିତ ବର୍ଷ ପାସ୍ ହାର ୯୬.୦୭ ପ୍ରତିଶତ ରହିଛି । ତେବେ ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପୁଅଙ୍କ ଠାରୁ ଝିଅଙ୍କ…