ଭୁବନେଶ୍ୱରରୁ ପ୍ରଚାର ଆରମ୍ଭ କରିବେ ହେମାମାଳିନୀ

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ମୁହାଁ ହୋଇଛନ୍ତି ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନେତୃବୃନ୍ଦ। ଏମ୍‌ପି ହେମାମାଳିନୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ମମତା ବାନାର୍ଜୀ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ୨୪ ଘଣ୍ଟା ମଧ୍ୟରେ ତାଙ୍କ ବିବୃତ୍ତିକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ନିକଟରେ ସେ କହିଥିଲେ ଯଦି…

ଏହି ଦିନ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ

ମେ’ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ। ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ଫଳ ଏକକାଳୀନ ପ୍ରକାଶ ପାଇବ ବୋଲି ଜଣାପଡିଛି। ଏଥିପାଇଁ ମାଧ୍ୟମିକ ଶିକ୍ଷା…

ଚଳିତ ମାସ ଶେଷରେ ବଙ୍ଗୋପସାଗରରେ ଆସିପାରେ ବାତ୍ୟା, ଓଡ଼ିଶା ଉପରେ ପଡ଼ିବ କି ପ୍ରଭାବ ?

ଚଳିତ ମାସର ଶେଷ ଭାଗରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଯଦିଓ ଭାରତ ପାଣିପାଗ ବିଭାଗ (ଆଇଏମଡି) ଏପର୍ଯ୍ୟନ୍ତ କୌଣସି ଅଫିସିଆଲ ପୂର୍ବାନୁମାନ କରିପାରି ନାହିଁ, ଗୁରୁବାର…

କାହିଁକି ବିଜେଡିକୁ ଏମିତି କହିଲେ ଅପରାଜିତା

ବିଜେଡି ଆଉ ବିଜୁ ଜନତା ଦଳ ହୋଇ ରହି ନାହିଁ। ତାହା ଏବେ ପାଣ୍ଡୁ ଜନତା ଦଳ। ତେଣୁ ଆପଣ ଯଦି ବିଜେଡିକୁ ଭୋଟ ଦେଉଛନ୍ତି ତା’ହେଲେ ଜାଣି ରଖନ୍ତୁ ଆପଣ ପାଣ୍ଡୁଜୀଙ୍କୁ ଭୋଟ ଦେଉଛନ୍ତି । କାରଣ…

ବିଜେଡିରେ ସାମିଲ ହେଲେ ରମାରଞ୍ଜନ ବଳିଆରସିଂହ

ଭାଜପାରୁ ଇସ୍ତଫା ଦେବା ପରେ ବିଜେଡିରେ ସାମିଲ ହୋଇଛନ୍ତି ପୁରୀ ଜିଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ। ଶଙ୍ଖ ଭବନରେ ଗୁରୁବାର ଆୟୋଜିତ ମିଶ୍ରଣପର୍ବରେ…

କେଜ୍‌ରିଓ୍ବାଲ୍‌ଙ୍କୁ ଆତ୍ମସମର୍ପଣ କରିବାକୁ ପଡ଼ିବ: ସୁପ୍ରିମକୋର୍ଟ

ଦିଲ୍ଲୀ ଅବକାରୀ ନୀତି ମାମଲାରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଆବେଦନ ଉପରେ ଗୁରୁବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ମାମଲାର ଶୁଣାଣି କରି ଜଷ୍ଟିସ ସଞ୍ଜୀବ ଖାନ୍ନା…

ଶୀଘ୍ର କେରଳ ଛୁଇଁବ ମୌସୁମୀ

ଦକ୍ଷିଣ-ପଶ୍ଚିମ ମୌସୁମୀ ସମୟ ପୂର୍ବରୁ କେରଳ ପହଞ୍ଚିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ଅନୁସାରେ ମେ ୩୧ ତାରିଖ ପାଖାପାଖି ମୌସୁମୀ କେରଳ ପହଞ୍ଚିଯିବ। ଯାହାକୁ ନେଇ ଅନ୍ୟ…

ପୁଣି କମାଲ କଲେ ନୀରଜ ଚୋପ୍ରା, ଅଲମ୍ପିକ ପୂର୍ବରୁ ଫର୍ମକୁ ଫେରିଲେ ନୀରଜ, ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ (ଆମ ଟିଭି): ଆଥଲେଟିକ୍ସ ଫେଡେରେଶନ କପ୍ ୨୦୨୪ ରେ ନୀରଜ ଚୋପ୍ରା ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ଭୁବନେଶ୍ୱରରେ ଚାଲିଥିବା ଏହି କପରେ ନୀରଜ ୮୨.୨୭ ମିଟର ଜାଭଲିନ୍ ଥ୍ରୋ କରି…

ବିଜେପି ଛାଡିଲେ ରମା ରଞ୍ଜନ ବଳିଆରସିଂ

ଭୁବନେଶ୍ୱର (ଆମ ଟିଭି): ବିଜେପି ଛାଡିଲେ ରମା ରଞ୍ଜନ ବଳିଆରସିଂ । ବିଜେପି ମୁଖପାତ୍ର ତଥା ସତ୍ୟବାଦୀର ପୂର୍ବତନ ବିଧାୟକ ରମା ରଞ୍ଜନ ବଳିଆରସିଂ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା…