ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ନୂଆଦିଲ୍ଲୀ (ଆମ ଟିଭି); ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ନିର୍ବାଚନ ପ୍ରଚାର ପାଇଁ ଆଜି ରାତି ସାଢ଼େ ୯ଟାରେ ଓଡ଼ିଶାରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ଭୁବନେଶ୍ୱରରେ…

ବଦଳିଲା କଂଗ୍ରେସର ପୁରୀ ଲୋକସଭା ପ୍ରାର୍ଥୀ; ଜୟନାରାୟଣ ପଟ୍ଟନାୟକଙ୍କୁ ମିଳିଲା ଟିକେଟ୍

ଭୁବନେଶ୍ୱର (ଆମ ଟିଭି);  ବଦଳିଲା କଂଗ୍ରେସର ପୁରୀ ଲୋକସଭା ପ୍ରାର୍ଥୀ । ସୁଚରିତା ମହାନ୍ତିଙ୍କ ବଦଳରେ ପୁରୀ ଜିଲ୍ଲା କଂଗ୍ରେସ ସଭାପତି ଜୟନାରାୟଣ ପଟ୍ଟନାୟକ ମିଳିଲା ଟିକେଟ୍ । ଏନେଇ…

ଆଜି ଅଯୋଧ୍ୟା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ (ଆମ ଟିଭି): ଆଜି ଅଯୋଧ୍ୟା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଲୋକସଭା ନିର୍ବାଚନ ତୃତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଆଜି ଅଯୋଧ୍ୟା ଗସ୍ତ କରିବେ ।…

କାଲିଠୁ କମିବ ତାତି, ୩ରୁ ୫ ଡିଗ୍ରୀ କମିପାରେ ତାପମାତ୍ରା

ଭୁବନେଶ୍ୱର (ଆମ ଟିଭି): ୪୪ ଡିଗ୍ରୀ ସହ ବୌଦ୍ଧ ଓ ନୂଆପଡ଼ା ଗତକାଲି ରାଜ୍ୟର ଉତପ୍ତ ସହର ପାଲଟିଥିଲା । ୨୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ୪୦ ଡିଗ୍ରୀ ତଳେ ରହିଥିଲା…

କଂଗ୍ରେସରେ ମିଶିବେ ଦେବାଶିଷ !

ହାତ’ ଧରିବେ ପୂର୍ବତନ ବିଧାୟକ ଦେବାଶିଷ ନାୟକ । ବିଜେପି ଟିକେଟ୍ ନଦେବାରୁ ଏବେ କଂଗ୍ରେସରେ ଯୋଗ ଦେବେ ଦେବାଶିଷ ନାୟକ । ଟିକେଟ୍ ପାଇଁ ବିଜେଡି ଛାଡ଼ି ବିଜେପିରେ ଯୋଗଦେଇଥିଲେ ଦେବାଶିଷ…

୧୪ରେ ନାମାଙ୍କନ ଭରିବେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ଜନତା ପାର୍ଟି ପକ୍ଷରୁ ବାରଣାସୀରୁ ତୃତୀୟ ଥର ପାଇଁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। ବାରଣାସୀରେ ମେ’ ୭ରୁ ମେ’ ୧୪…

ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା

ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ ଲେଖିଛନ୍ତି, ରାହୁଲ ଗାନ୍ଧୀଙ୍କ…

କାଲି ଆସୁଛନ୍ତି ମୋଦି

ରବିବାର ରାତିରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କାଲି ରାତି ସାଢ଼େ ୯ଟାରେ ଭୁବନେଶ୍ବରରେ ପହଞ୍ଚିବେ। ଏଥିସହ ଭୁବନେଶ୍ବରରେ ମଧ୍ୟ ରାତ୍ରୀଯାପନ କରିବେ ବୋଲି ଜଣାପଡିଛି।…

୨୪ ଘଣ୍ଟାରେ ଭିଜିବ ଓଡ଼ିଶା

ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କାଳବୈଶାଖୀ ପ୍ରଭାବରେ ୩ରୁ…

ଓଡ଼ିଶାରେ କେନ୍ଦ୍ର ମନ୍ତ୍ରୀ ଏସ ଜୟଶଙ୍କର

ଆଜି ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର। ଏସ. ଜୟଶଙ୍କର ଭୁବନେଶ୍ୱର ପହଞ୍ଚିବା ପରେ ବିଭିନ୍ନ ଖବର କାଗଜର ଏଡିଟରଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ପରେ ବୁଦ୍ଧିଜୀବୀଙ୍କ ସହ…