ନାମାଙ୍କନ ଭରିଲେ ଅଖିଳେଶ

ହଁ ନାଁ ପରେ ଉତ୍ତରପ୍ରଦେଶର କନୌଜରୁ ନିର୍ବାଚନ ଲଢ଼ିବେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ। ଏଥିପାଇଁ ସେ ଆଜି ନିଜ ପରିବାର ସହ ଆଶି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଗୁରୁବାର…

ରେକର୍ଡ ଭାଙ୍ଗିଲା ରାଜଧାନୀ

କଲବଲ କରୁଛି ପ୍ରଚଣ୍ଡ ଖରାର କୋପ। ତତଲା କଡ଼େଇରେ ସିଝି ତ୍ରାହି ତ୍ରାହି ଡାକୁଛନ୍ତି ରାଜ୍ୟବାସୀ। ମାତ୍ର ଆସନ୍ତା ୫ ଦିନ ଯାଏ ତାତିରୁ ମିଳିବ ନାହିଁ କୌଣସି ଆଶ୍ୱସ୍ତି। ଆହୁରି ଉପରମୁହାଁ ହେବ…

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ (ଆମ ଟିଭି): ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଭୁବନେଶ୍ୱର(ଆମ ଟିଭି): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ ଅପରେଶନରେ ୨ ମାଓବାଦୀ ନିହତ ହୋଇଛନ୍ତି। ଏହି…

ଦିନ ସାଢେ ୧୧ଟା ସୁଦ୍ଧା ୪୦ ଡିଗ୍ରୀ ପାର୍ କଲା ରାଜଧାନୀର ତାପମାତ୍ରା

ଭୁବନେଶ୍ୱର(ଆମ ଟିଭି): ଦିନ ସାଢେ ୧୧ଟା ସୁଦ୍ଧା ୪୦ ଡିଗ୍ରୀ ପାର୍ କଲା ରାଜଧାନୀର ତାପମାତ୍ରା । କେବଳ ରାଜଧାନୀ ଭୁବନେଶ୍ୱର ନୁହେଁ, ତା ସହ ଚାନ୍ଦବାଲି, ବାଲେଶ୍ୱର, ଝାରସୁଗୁଡା ଏବଂ…

ହାଇକୋର୍ଟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା, ଆସନ୍ତା ୨୯ ତାରିଖରେ ହେବ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର(ଆମ ଟିଭି): ହାଇକୋର୍ଟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା। ଆସନ୍ତା ୨୯ ତାରିଖରେ ହେବ ମାମଲାର ପୂର୍ଣାଙ୍ଗ ଶୁଣାଣୀ। ପୂର୍ବରୁ ହାଇକୋର୍ଟ ଡ୍ରାଫ୍ଟ ମେଧା ତାଲିକା…

ସକାଳ ସାଢେ ୮ଟାରୁ ୩୬ ଡିଗ୍ରୀ ଛୁଇଁଲା ତାପମାତ୍ରା

ଭୁବନେଶ୍ୱର(ଆମ ଟିଭି): ସକାଳ ସାଢେ ୮ଟାରୁ ୩୬ ଡିଗ୍ରୀ ଛୁଇଁଲା ତାପମାତ୍ରା । ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି ସେତିକି ନୁହେଁ, ବାଲେଶ୍ୱର ସହିତ…

ଅଯୋଧ୍ୟା ଯାଇ ରାମଲାଲାଙ୍କୁ ଦର୍ଶନ କରିବେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ (ଆମ ଟିଭି): ଆମେଠେୀରେ ନିର୍ବାଚନ ଲଢିବା ପୂର୍ବରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅଯୋଧ୍ୟା ଯାଇ ରାମଲାଲାଙ୍କୁ ଦର୍ଶନ କରିବେ । ଏଭଳି କିଛି ସୂଚନା ଦିଆଯାଇଛି କଂଗ୍ରେସ ପକ୍ଷରୁ…

ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ (ଆମ ଟିଭି): ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ । ଦିଲ୍ଲୀ ସ୍ଥିତ ପାର୍ଟି…

କୋରାପୁଟ ଗସ୍ତରେ ଭି.କେ ପାଣ୍ଡିଆନ୍

ଭୁବନେଶ୍ୱର(ଆମ ଟିଭି): କୋରାପୁଟ ଗସ୍ତରେ ଭି.କେ ପାଣ୍ଡିଆନ୍ । ଜିଲ୍ଲାର ବିଭିନ୍ନ ସ୍ଥାନରେ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଥମେ ସେମିଳିଗୁଡ଼ାରେ ପହଞ୍ଚିଛନ୍ତି…