ନିର୍ବାଚନ ନେଇ ବଡ଼ ବୟାନ ଦେଲେ ସୁର ରାଉତରାୟ

ଭୁବନେଶ୍ୱର(ଆମ ଟିଭି): ଜଟଣୀ ବିଧାୟକ ସୁର ରାଉତରାୟ ନିର୍ବାଚନୀ ସଭାରେ ବଡ ବୟାନ ଦେଇ କହିଛନ୍ତି, ସେ କଂଗ୍ରେସ ଛାଡିବେ ନାହିଁ । ମାତ୍ର ତାଙ୍କ ପୁଅ ଯେଉଁ ଦଳରୁ ପ୍ରାର୍ଥୀ ହେବେ ସେହି ଦଳକୁ…

ଆଜି ଆସିପାରେ ଓଡ଼ିଶା ପାଇଁ ଭାଜପା ପ୍ରାର୍ଥୀଙ୍କ ନାଁ

ଭୁବନେଶ୍ୱର(ଆମ ଟିଭି): ଆଜି ଆସିପାରେ ଓଡ଼ିଶା ପାଇଁ ଭାଜପା ପ୍ରାର୍ଥୀଙ୍କ ନାଁ । ସଂଧ୍ୟାରେ ହେବାକୁ ଥିବା କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକରେ MP ଏବଂ MLA ପ୍ରାର୍ଥୀଙ୍କ ନାଁରେ ବାଜିବ…

ବିଜୟରୁ ଅଭିଯାନ ଆରମ୍ଭ କଲା CSK , ୬ ୱିକେଟ୍‌ରେ ବେଙ୍ଗାଲୁରୁକୁ ହରାଇଲା

ନୂଆଦିଲ୍ଲୀ (ଆମ ଟିଭି): ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)-୨୦୨୪ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍‌ସର ବିଜୟରୁ ଅଭିଯାନ ଆରମ୍ଭ କରିଛି। ଚେନ୍ନାଇର ଏମ୍‌ଏ…

ଆଗକୁ ଆହୁରି ବଢ଼ିବ ତାତି

ଭୁବନେଶ୍ୱର(ଆମ ଟିଭି): ଆଗକୁ ଆହୁରି ବଢ଼ିବ ତାତି । ଶୁକ୍ରବାର ମାଲକାନଗିରିରେ ତାପମାତ୍ରା ୩୭ଡିଗ୍ରୀ ଛୁଇଁଥିବା ବେଳେ ଟିଟିଲାଗଡ଼, ପାଟଣାଗଡ଼, ବୌଦ୍ଧ ଓ ବଲାଙ୍ଗୀରରେ ତାତି ୩୫ଡିଗ୍ରୀ ଉପରେ…

ରାଜ୍ୟର ଘରୋଇ ସ୍କୁଲରେ ପଢ଼ିବେ ଗରିବ ମେଧାବୀ

ଭୁବନେଶ୍ୱର(ଆମ ଟିଭି): ଆରଟିଇ ବା ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଘରୋଇ ସ୍କୁଲରେ ମାଗଣା ପାଠ ପଢ଼ିବାକୁ ୧୭ହଜାର ୨୩୫ପିଲା ଯୋଗ୍ୟ ବିବେଚିତ ହୋଇଛନ୍ତି । ୨୦୨୪-୨୫ଶିକ୍ଷା ବର୍ଷ ପାଇଁ ଆରଟିଇ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଜେରା କରୁଛି ପ୍ରବର୍ତନ ନିର୍ଦ୍ଦେଶାଳୟ

ନୂଆଦିଲ୍ଲୀ (ଆମ ଟିଭି): ଅବକାରୀ ଦୁର୍ନୀତି ମାମଲାରେ ରିମାଣ୍ଡରେ ନେଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଜେରା କରୁଛି ପ୍ରବର୍ତନ ନିର୍ଦ୍ଦେଶାଳୟ । ୧୦ ଦିନ ରିମାଣ୍ଡରେ ନେବା ପାଇଁ ଇଡି…

ଏକାକୀ ଲଢ଼ିବେ ବିଜେପି

ରାଜ୍ୟରେ ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ଭିତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଏକ ବଡ଼ ସୂଚନା ଦେଇଛନ୍ତି। ସେ ତାଙ୍କ ‘X’ (ପୂର୍ବର ଟ୍ୱିଟର) ଆକାଉଣ୍ଟରେ ଏକ ପୋଷ୍ଟ କରି…

ସବୁଥର ପରି ଜୀ ସାର୍ଥକର ଏଥର ହୋଲି ମଧ୍ୟ ହେବ ସ୍ମରଣୀୟ

ସବୁଥର ପରି ଜୀ ସାର୍ଥକର ଏଥର ହୋଲି ମଧ୍ୟ ହେବ ସ୍ମରଣୀୟ କାରଣ ଆପଣଙ୍କୁ ବୋଳିବ ସମ୍ପର୍କର ଭିନ୍ନ ଏକ ରଙ୍ଗ । ପୁଣି ଉଡିବ ସମ୍ପର୍କର ସାତ ରଙ୍ଗର ଅବିର । କେବଳ ରଙ୍ଗ ନୁହେଁ ମନୋରଞ୍ଜନକୁ ନେଇ…

କେଜ୍ରିୱାଲଙ୍କ ଉପରେ ବର୍ଷିଲେ ଆନ୍ନା

ନୂଆଦିଲ୍ଲୀ,: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଗିରଫଦାରୀ ଉପରେ ପ୍ରସିଦ୍ଧ ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆନ୍ନା ହଜାରେ…

ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ ପରେ କେ. ପୁନମୁଡି ଶପଥ କରିବେ ରାଜ୍ୟପାଳ

ନୂଆଦିଲ୍ଲୀ,: ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ ପରେ ବରିଷ୍ଠ ଡିଏମ୍‌କେ ନେତା କେ. ପୁନମୁଡି ଆଜି ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ତାମିଲନାଡୁର ରାଜ୍ୟପାଳ ଆର.ଏନ ରବି ପୁନମୁଡିଙ୍କୁ ଶପଥ…