ପାହାଡ଼ପୁର ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ, ମିଡିଆ ପ୍ରବେଶ ଉପରେ କଟକଣା

ଭୁବନେଶ୍ୱର : ପାହାଡ଼ପୁର ଗସ୍ତରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ । ମିଡିଆ ପ୍ରବେଶ ଉପରେ କଟକଣା, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ମୟୂରଭଞ୍ଜ ଜିଲ୍ଲାର ପାହାଡ଼ପୁର ଗାଁକୁ ଆସନ୍ତା ଜୁନ୍…

ରଥଖଳାରେ ବିବାଦ, ରଥ ନିର୍ମାଣ କାର୍ଯ୍ୟ ବନ୍ଦ କଲେ ବିଶ୍ବକର୍ମା ମହାରଣା ସେବାୟତ

ପୁରୀ: ପୁରୀରେ ଶ୍ରୀଜିଉଙ୍କ ରଥ ନିର୍ମାଣ କାର୍ଯ୍ୟ ବନ୍ଦ । ରଥ ନିର୍ମାଣ ବନ୍ଦ କଲେ ବିଶ୍ବକର୍ମା ମହାରଣା ସେବାୟତ । ସ୍ଵତ୍ଵଲିପି ଆଧାରରେ ମହାରଣାଙ୍କ ଖେଇକୁ ନେଇ ହୋଇଛି ବିବାଦ । ଚିରଟ କାଠ…

ଉତ୍କଳ ସେବା ଏବଂ ଶିକ୍ଷା ଚାରିଟେବୁଲ ଟ୍ରଷ୍ଟ ଦ୍ୱାରା ବ୍ରହ୍ମେଶ୍ଵର ରଜ ମହୋତ୍ସବ ପାଳିତ*

ଉତ୍କଳ ସେବା ଏବଂ ଶିକ୍ଷା ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ପ୍ରଥମଥର ପାଇଁ ବ୍ରହ୍ମେଶ୍ୱର ମେଳଣ ପଡ଼ିଆରେ ଚାରି ଦିନ ବ୍ୟାପୀ ରଜ ମହୋତ୍ସବ ପାଳିତ ହୋଇଛି l ଏହି ରଜ ମହୋତ୍ସବକୁ ଓଡ଼ିଶା…

ଶୁଭେନ୍ଦୁ ଅଧିକାରୀଙ୍କ ବିଜୟକୁ ଚ୍ୟାଲେଞ୍ଜ: ହାଇକୋର୍ଟରେ ପିଟିସନ୍ ଦାଖଲ କଲେ ଦିଦି

ନୂଆଦିଲ୍ଲୀ: ବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଭବାନୀପୁର ଆସନରେ ତାଙ୍କ ପରାଜୟକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି। ଆଜି ମମତା ବାନାର୍ଜୀ କଲିକତା ହାଇକୋର୍ଟରେ ଏକ ପିଟିସନ୍ ଦାଖଲ…

ତ୍ରିରାଷ୍ଟ୍ରୀୟ ସିରିଜରେ ଭାରତର ଲଗାତାର ଦୁଇଟି ପରାଜୟ: ଏବେ ଫାଇନାଲ ଖେଳିପାରିବ କି?

ନୂଆଦିଲ୍ଲୀ: ତିଲକ ବର୍ମାଙ୍କ ନେତୃତ୍ୱରେ ଭାରତ ଏ, ବର୍ତ୍ତମାନ ଶ୍ରୀଲଙ୍କାରେ ଅଛି, ଯେଉଁଠାରେ ତ୍ରିରାଷ୍ଟ୍ରୀୟ ସିରିଜ ଖେଳାଯାଉଛି। ଆଫଗାନିସ୍ତାନ ପରେ ଆୟୋଜକଙ୍କ ହାତରେ ଲଗାତାର ଦ୍ୱିତୀୟ…

ଡାକ୍ତରଙ୍କ ପ୍ରେସକ୍ରିପସନ୍ ବିନା ମିଳିବନି କଫ୍ ସିରପ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶନାମା

ନୂଆଦିଲ୍ଲୀ : କଫ୍ ସିରପ୍ କୁ ନେଇ କେନ୍ଦ୍ର ସରକାରଙ୍କ ନୂଆ ନିୟମ । ଏବେ ଡାକ୍ତରୀ ପ୍ରେସକ୍ରିପସନ ବିନା ମେଡିକାଲ ଦୋକାନରେ ମିଳିବ ନାହିଁ କଫ୍ ସିରପ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…

ଏଲଓସି ନିକଟରେ ଗ୍ରେନେଡ୍ ବିସ୍ଫୋରଣ, JCO ସମେତ ୪ ଗୁରୁତର

ଜମ୍ମୁ କଶ୍ମୀର : ଜମ୍ମୁ କଶ୍ମୀର ରାଜୌରୀ ଜିଲ୍ଲାରେ ଏଲଓସି ନିକଟରେ ବଡ଼ ଅଘଟଣ । ଭାରତୀୟ ସେନାର ନିତିଦିନିଆ ଗସ୍ତ ବେଳେ ହଠାତ୍ ଗ୍ରେନେଡ ବିସ୍ଫୋରଣ ହୋଇଥିଲା । ଫଳର ଭାରତୀୟ ସେନାର ଏକ…

ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନରେ ସୁରକ୍ଷା ଓ ପ୍ରସ୍ତୁତିର ସମୀକ୍ଷା କଲେ…

ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭିଜିଲାନ୍ସ ଟିମ୍, ଅର୍ଥ ହେରଫେର ମାମଲାରେ ଚାଲିଛି ତନାଘନା

ଅନୁଗୁଳ: ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭିଜିଲାନ୍ସ ଟିମ୍ । କନିଷ୍ଠ କିରାଣୀ ସୁବ୍ରତ ବେହେରାଙ୍କ ଦ୍ୱାରା ଅର୍ଥ ହେରଫେର ମାମଲାରେ ଚାଲିଛି ତନାଘନା । ଡାକ୍ତର, ନର୍ସ, କିରାଣୀ ଓ…

୫ ଦିନ ଘଡ଼ଘଡି ବର୍ଷା;  ୨୦ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର : ୫ ଦିନ ଘଡ଼ଘଡି ବର୍ଷା  ।  ୨୦ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ।  ୫ ଦିନ ପୁରା ରାଜ୍ୟକୁ କାଳବୈଶାଖୀ ଚେତାବନୀ ଦେଇଛି ପାଣିପାଗ ବିଭାଗ । ଆଜି ବିଜୁଳି…