ବିଜେପିର ବିଜୟକୁ ନେଇ ଏମିତି କିଛି କହିଲେ, ମମତା

ଦେଶର ୩ ହିନ୍ଦୀ ହାର୍ଟଲ୍ୟାଣ୍ଡରେ କଂଗ୍ରେସର ପରାଜୟ ପରେ ବିରୋଧୀ ଦଳଗୁଡ଼ିକର ମେଣ୍ଟ ଇଣ୍ଡିଆରେ ହଇଚଇ ସୃଷ୍ଟି ହୋଇଛି। ମେଣ୍ଟରେ ଥିବା ଦଳଗୁଡ଼ିକ ପରାଜୟ ପାଇଁ କଂଗ୍ରେସକୁ ହିଁ ଦାୟୀ…

ସଦସ୍ୟ ପଦ ଫେରି ପାଇଲେ ଆପ ସାଂସଦ ରାଘବ ଚଡ୍ଡା

ହଟିଲା ନିଲମ୍ବନ। ଆମ୍ ଆଦମୀ ପାର୍ଟି ନେତା ତଥା ରାଜ୍ୟସଭା ସାଂସଦ ରାଘବ ଚଡ୍ଡା ଫେରି ପାଇଲେ ନିଜ ସଦସ୍ୟତା। ରାଜ୍ୟସଭା ତାଙ୍କ ନିଲମ୍ବନକୁ ରଦ୍ଦ କରିଛନ୍ତି। ରାଜ୍ୟସଭା ସଭାପତି ଜଗଦୀପ ଧନଖଡ…

ଅଧିବେଶନ ଆରମ୍ଭରୁ ହଟ୍ଟଗୋଳ

ନୂଆଦିଲ୍ଲୀ: ସଂସଦର ଶୀତ ଅଧିବେଶନ ଆରମ୍ଭରୁ ହଟ୍ଟଗୋଳ। ଲୋକସଭାରେ ବିରୋଧୀଙ୍କ ହଟ୍ଟଗୋଳରୁ ଦିନ ୧୨ଟା ପର୍ଯ୍ୟନ୍ତ ଗୃହ ମୁତଲବି ହୋଇଛି । ହଟ୍ଟଗୋଳରୁ ସଂସଦର ଅଧିବେଶନକୁ ଦିନ ୧୨ଟା ପର୍ଯ୍ୟନ୍ତ…

ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମଧ୍ୟପ୍ରଦେଶ, ଛତିଶଗଡ଼ ଓ ରାଜସ୍ଥାନରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପରାଜୟ ପରେ ସୋନିଆ ଡାକିଲେ ବୈଠକ

ନୂଆଦିଲ୍ଲୀ : ୫ ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ ପରେ କଂଗ୍ରେସରେ ଏକ ଚିନ୍ତାର ପରିସ୍ଥିତି ଉପୁଜିଛି। କେବଳ ତେଲଙ୍ଗାନାରେ ସରକାର ଗଠନ କରିବାରେ କଂଗ୍ରେସ ସଫଳ ହୋଇଥିବା ବେଳେ…

ବିରୋଧୀଙ୍କୁ ମୋଦୀଙ୍କ କଟାକ୍ଷ, କହିଲେ ପରାଜୟ ରାଗ ସଂସଦରେ କାହିଁକି

ପରାଜୟର ରାଗ ସଂସଦରେ ପ୍ରକାଶ କରନାହିଁ। ସଂସଦକୁ ସକରାତ୍ମକ ମନଭାବନା ନେଇ ଆସନ୍ତୁ। ଗଣତନ୍ତ୍ରର ମନ୍ଦିରକୁ ରାଜନୀତିର ପ୍ଲାଟଫର୍ମରେ ପରିଣତ କରନ୍ତୁ ନାହିଁ।' ଆଜି ସଂସଦର ଶୀତକାଳୀନ ଅଧିବେଶନ…

ହାରିଗଲେ ମିଜୋରାମ ମୁଖ୍ୟମନ୍ତ୍ରୀ

ବହୁମତ ମତ ସହ ମିଜୋରାମରେ ସରକାର ଗଢିବାକୁ ଯାଉଛି ଜୋରମ ପିପୁଲ୍ସ ମୁଭମେଣ୍ଟ(ZPM)। ଶାସକ ମିଜୋ ନ୍ୟାସନାଲ ଫ୍ରଣ୍ଟ(MNF)କୁ ଚକମା ଦେଇ ଏଥର ସରକାର ଗଢିବାକୁ ଯାଉଛି ଏହି ଆଞ୍ଚଳିକ ଦଳ। 40ଟି…

କାଲି ସରିବ କଟକ ବାଲି ଯାତ୍ରା

ଆଜି ନୁହେଁ କାଲି ସରିବ କଟକ ବାଲିଯାତ୍ରା । ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା। ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଆଜି ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ ବାଲିଯାତ୍ରାକୁ…

ଆଜି ମିଜୋରାମ ନିର୍ବାଚନର ଫଳାଫଳ: ଚାଲିଛି ଭୋଟ ଗଣତି

ନୂଆଦିଲ୍ଲୀ (ଆମ ଟିଭି): ୪ରାଜ୍ୟର ଫଳାଫଳ ପରେ ଆଜି ଆରମ୍ଭ ହୋଇଛି ମିଜୋରାମ ନିର୍ବାଚନର ଭୋଟ୍ ଗଣତି । ୪୦ ବିଧାନସଭା ଆସନ ବିଶିଷ୍ଟ ମିଜୋରାମରେ କିଏ ସରକାର ଗଢିବ ତା ଉପରେ ନଜର ରହିଛି ।…

ଚେନ୍ନାଇ ଠାରୁ ୧୫୦ କିମି ଦୂରେ ରହିଛି ବାତ୍ୟା ମିଗଜମ

ନୂଆଦିଲ୍ଲୀ (ଆମ ଟିଭି): ବାତ୍ୟା ପାଈଁ ଏବେ ସବୁଠି ଆଲର୍ଟ।  ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା । ଏହା ଆହୁରି ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେଇପାରେ । ଏବେ ଦକ୍ଷିଣ ପୂର୍ବ…