ଅକ୍ଟୋବର ୩୧ରେ ପ୍ରସାରିତ ହେବ ଜୀ-ସାର୍ଥକରେ ପ୍ରସାରିତ ରିଅଲିଟି ଶୋ ‘ଦିଦି ନମ୍ବର -୧’ର ୫୦୦ତମ ଏପିସୋଡ

ଭୁବନେଶ୍ୱର:ଲୋକପ୍ରିୟ ଓଡ଼ିଆ ଚ୍ୟାନେଲ ଜୀ-ସାର୍ଥକରେ ପ୍ରସାରିତ ଦର୍ଶକାଦୃତ ରିଅଲିଟି ଶୋ ‘ଦିଦି ନମ୍ବର -୧’ ପହଞ୍ଚିଛି ନିଜର ୫୦୦ତମ ଏପିସୋଡରେ, ଏହା ପ୍ରସାରିତ ହେବ ଆସନ୍ତା ଅକ୍ଟୋବର ୩୧ରେ…

ମହୁଆଙ୍କୁ ଝଟକା

ଲାଞ୍ଚ ନେଇ ସଂସଦରେ ପ୍ରଶ୍ନ ପଚାରିବା ଅଭିଯୋଗରେ ଫସିଥିବା ସାଂସଦ ମହୁଆ ମୋଇତ୍ରାଙ୍କ ଆବେଦନ ଖାରଜ ହୋଇଛି। ତାଙ୍କୁ ଲୋକସଭାର ଏଥିକ୍ସ କମିଟି ନିକଟରେ ନଭେମ୍ବର ୨ରେ ହାଜର ହେବାକୁ…

ବିରୋଧୀଙ୍କୁ ଡରାଉଛି ବିଜେପି , ଖାର୍ଗେ

ନୂଆଦିଲ୍ଲୀ: ଦେଶର ପାଞ୍ଚଟି ରାଜ୍ୟରେ ନିର୍ବାଚନ ତାରିଖ ଘୋଷଣା କରାଯାଇଛି। ମଧ୍ୟପ୍ରଦେଶ, ଛତିଶଗଡ, ତେଲେଙ୍ଗାନା, ମିଜୋରାମ ଏବଂ ରାଜସ୍ଥାନରେ ଏନେଇ ରାଜନୈତିକ ଦଳଙ୍କ ପକ୍ଷରୁ ପ୍ରଚାର…

ରଶ୍ମି ରଞ୍ଜନ ସ୍ୱାଇଁ ଜମ୍ମୁ-କଶ୍ମୀର ପୁଲିସ୍‌ ମୁଖ୍ୟ

ଭୁବନେଶ୍ୱର: ଓଡ଼ିଶାରେ ଜନ୍ମିତ ବରିଷ୍ଠ ଆଇପିଏସ୍‌ ଅଫସିର ରଶ୍ମି ରଞ୍ଜନ ସ୍ୱାଇଁ ଜମ୍ମୁ-କଶ୍ମୀର ପୁଲିସ୍‌ ମୁଖ୍ୟ ଭାବେ ନିଯୁକ୍ତି ପାଇଛନ୍ତି। ବର୍ତ୍ତମାନ ଜମ୍ମୁ-କଶ୍ମୀର ସିଆଇଡିର…

ଆରମ୍ଭ ହେଲା ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା

ଭୁବନେଶ୍ୱର : ୨୦୨୪ ସାଧାରଣ ନିର୍ବାଚନ ଲାଗି ଭୋଟର ତାଲିକା ସଂଶୋଧନ ପାଇଁ ଶୁକ୍ରବାରଠାରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଖବରଦାତା ସମ୍ମିଳନୀ ଜରିଆରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ…

ଯୁଦ୍ଧ ପ୍ରସ୍ତାବରୁ ବିରତ ରହିଲା ଭାରତ

ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ବଢ଼ି ଚାଲିଛି। ଗାଜା ଉପରେ ଆଖିବୁଜା ଆକ୍ରମଣ କରୁଛି ଇସ୍ରାଏଲ। ତେବେ ଏହି ଯୁଦ୍ଧ ଉପରେ ବିରାମ ଲଗାଇବା ପାଇଁ ଜାତସଂଘ ଏକ ପ୍ରସ୍ତାବ ଆଗତ କରିଛି।…

ସତ କହିଲେ ସାଂସଦ ମହୁଆ

ପଦାକୁ ଆସିଲା ସତ! ବିଜେପି ସାଂସଦ ନିଶିକାନ୍ତ ଦୁବେ ଅଭିଯୋଗ ଆଣିବା ପରେ  ମମତାଙ୍କ ଘନିଷ୍ଠ ସହଯୋଗୀ ତଥା ଟିଏମ୍‌ସି ନେତ୍ରୀ ମହୁଆ ମୋଇତ୍ରା ଶେଷରେ ମାନିଛନ୍ତି ସତ। ସେ ଲୋକସଭାରୁ ତାଙ୍କ…

ଓଡ଼ିଶା ଆସିପାରନ୍ତି ରାହୁଲ ଓ ପ୍ରିୟଙ୍କା ଗାନ୍ଧୀ

ଭୁବନେଶ୍ୱର (ଆମ ଟିଭି): ଓଡ଼ିଶାରେ ପୁଣି ସଶକ୍ତ ହେବ କଂଗ୍ରେସ । ସେଥିପାଇଁ ଓଡିଶା ଆସିବେ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ । ଓଡିଶା ଆସିବାକୁ ନିୟନ୍ତ୍ରଣ କରିଛି ରାଜ୍ୟ କଂଗ୍ରେସ ।…

ଆଜି ପଞ୍ଚଭୂତରେ ଲୀନ ହେବେ ସ୍ୱରୂପ ନାୟକ

କଟକ (ଆମ ଟିଭି): ଆଜି ପଞ୍ଚଭୂତରେ ଲୀନ ହେବେ ସ୍ୱରୂପ ନାୟକ । ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ଆଜି କଟକ ସତୀଚଉରା ଶ୍ମଶାନରେ ରାଜ୍ୟ ସମ୍ମାନ ସହ ଶେଷକୃତ୍ୟ ସଂପନ୍ନ କରାଯିବ ।…

୫୧ ହଜାର ଯୁବକଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ (ଆମ ଟିଭି): ଦେଶରେ ଆଜି ମୋଟ୍ ୩୭ଟି ସ୍ଥାନରେ ନିଯୁକ୍ତି ମେଳାର ଆୟୋଜନ କରାଯାଇଛି । ଏହି କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲରେ ଯୋଗଦେବେ । ପ୍ରାୟ ୫୧…