ଏନବିଡବ୍ଲୁ ମାମଲାରେ ସ୍ୱତନ୍ତ୍ର କୋର୍ଟରେ ହାଜର ହେଲେ ଅନୁଭବ ମହାନ୍ତି

0

ଭୁବନେଶ୍ଵର (ଆମ ଟିଭି); ଏନବିଡବ୍ଲୁ ମାମଲାରେ ହାଜର ହେଲେ ଅନୁଭବ ମହାନ୍ତି । ସ୍ୱତନ୍ତ୍ର କୋର୍ଟରେ ହାଜର ହୋଇଛନ୍ତି ଅନଭବ । କୋର୍ଟରେ ହାଜର ପରେ ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ । ଅନୁଭବ ଓ ତାଙ୍କ ଦୁଇ ସହଯୋଗୀଙ୍କ ନାଁରେ ଚାର୍ଜଫ୍ରେମ ହୋଇଛି ।

ପୁରୀ ଘାଟ ଥାନା ମାମଲାରେ ଚାର୍ଜଫ୍ରେମ ସୂଚନା । ବର୍ଷା ପ୍ରିୟଦର୍ଶୀନିଙ୍କ ଏତଲା ଆଧାରରେ ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ ହୋଇଥିଲା । ବାରମ୍ବାର ସମନ ସତ୍ତେ୍ୱ ହାଜର ନହେବାରୁ ତାଙ୍କ ନାଁରେ ଏନବିଡବ୍ଲୁ ଜାରି ହୋଇଥିଲା ।

Leave A Reply

Your email address will not be published.