ଜାତିସଂଘ ସାଧାରଣ ପରିଷଦ ବୈଠକରେ ସାମିଲ ହେବେ ନାହିଁ ପ୍ରଧାନମନ୍ତ୍ରୀ ମୋଦି

0
ନୂଆଦିଲ୍ଲୀ (ଆମ ଟିଭି): ଆମେରିକାର ନ୍ୟୁୟର୍କରେ ଅନୁଷ୍ଠିତ ହେବାକୁ ଥିବା ଜାତିସଂଘ ସାଧାରଣ ପରିଷଦ (UNGA) ର ଉଚ୍ଚସ୍ତରୀୟ ଅଧିବେଶନରେ ଯୋଗ ଦେବେ ନାହିଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସେପ୍ଟେମ୍ବର ୨୭ରେ ବିଶ୍ୱ ନେତାମାନଙ୍କୁ ଏହି ଅଧିବେଶନରେ ସମ୍ବୋଧିତ କରିବେ ।
 
ୟୁକ୍ରେନ ଯୁଦ୍ଧ ସମୟରେ ରୁଷରୁ ତେଲ କିଣିବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ୨୫ ପ୍ରତିଶତ ଶୁଳ୍କ ଲଗାଇଥିଲେ, ପରେ ପୁଣି ଆଉ ୨୫ ପ୍ରତିଶତ ଅତିରିକ୍ତ ଶୁଳ୍କ ସହିତ ଭାରତ ଉପରେ ମୋଟ ଶୁଳ୍କ ୫୦ପ୍ରତିଶତ ଶୁଳ୍କ ଲାଗୁ ହୋଇଛି ।
Leave A Reply

Your email address will not be published.