ଜାପାନରେ ଶକ୍ତିଶାଳୀ ଭୂମିକମ୍ପ; ରିକ୍ଟର ସ୍କେଲରେ ତୀବ୍ରତା ୬.୦ ରେକର୍ଡ
ନୂଆଦିଲ୍ଲୀ (ଆମ ଟିଭି): ଜାପାନର ହୋଂସୁ ପୂର୍ବ ଉପକୂଳରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୦ ରେକର୍ଡ ହୋଇଛି। ସ୍ଥାନୀୟ ଅଞ୍ଚଳର ଲୋକେ ଭୟଭୀତ ଅବସ୍ଥାରେ ଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି।