ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

0

ଚାଳିତମାସରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ। ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୦ଟା ୩୫ ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ବାହାରି ୧୦ଟା ୫୫ ମିନିଟରେ ଜନତା ମୈଦାନରେ ପହଞ୍ଚିବେ। ଦିନ ୧୧ଟାରୁ ୧୨ଟା ୩୦ ଯାଏଁ ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଉପସ୍ଥିତ ରହିବେ ମୋଦି। ଏହାପରେ ଦିନ ୧୨ଟା ୩୫ରେ ସଭାସ୍ଥଳରୁ ବିମାନବନ୍ଦର ଅଭିମୁଖେ ବାହାରିବେ।

Leave A Reply

Your email address will not be published.