PoliticsState ଫେବ୍ରୁଆରୀ ୩ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ By Ama Tv On Jan 25, 2024 0 Share ଭୁବନେଶ୍ୱର : ଫେବ୍ରୁଆରୀ ୩ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ଗୁରୁବାର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପକ୍ଷରୁ ସୂଚନା ମିଳିଛି। ପ୍ରଧାନମନ୍ତ୍ରୀଙ୍କ ଆଇଆଇଏମ୍ ସମ୍ବଲପୁର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। 0 Share FacebookTwitterWhatsApp