ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନଙ୍କ ଚିଠି

0

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ପାଇଁ ରାଜ୍ଯ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ କହିଲେ ନିର୍ବାଚନ କମିଶନ । ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀମାନଙ୍କୁ ନିର୍ବାଚନ କମିଶନ ଚିଠି । ଏପ୍ରିଲରେ ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ଖାଲି ହେଉଛି । ଓଡ଼ିଶାରେ ୪ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ। ସେହିପରି ମହାରାଷ୍ଟ୍ରର ୭, ତାମିଲନାଡୁ ଓ ବିହାରର ୬, ପଶ୍ଚିମବଙ୍ଗର ୫ଟି ଆସନ , ଆସାମର ୩, ତେଲଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଆସନ ଖାଲି ହେବ।

Leave A Reply

Your email address will not be published.