ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା

0

ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ। ମନ୍ତବ୍ୟରେ କେତେ ସତ୍ୟତା ଅଛି କମିଟି ତର୍ଜମା କରିବ’।  ଗୁଜବ ପ୍ରଚାର କିମ୍ବା ଭୁଲ୍ ତଥ୍ୟ ପ୍ରଚାର ନ କରନ୍ତୁ’। ଶ୍ରୀମନ୍ଦିରକୁ ନେଇ ବିବାଦୀୟ ବୟାନ ଦେଇଥିଲେ ଶୁଭଙ୍କର ମିଶ୍ର। ଶ୍ରୀମନ୍ଦିର ଉପରେ ମା ରାଧାରାଣୀଙ୍କ ଅଭିଶାପ ଥିବା କହିଛନ୍ତି ଶୁଭଙ୍କର।

Leave A Reply

Your email address will not be published.