ଶ୍ରୀବିଗ୍ରହମାନଙ୍କ ରାହୁ ରେଖାଲାଗି ନୀତି: ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

0

ଭୁବନେଶ୍ବର (ଆମ ଟିଭି): ଆସନ୍ତାକାଲି ତା୧୩.୮.୨୦୨୫ରିଖ ବୁଧବାର ଭାଦ୍ରବ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ରାହୁ ରେଖାଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୨.୩୦ ମିନିଟ ଠାରୁ ସନ୍ଧ୍ୟା ଘ.୬.୩୦ ମିନିଟ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Leave A Reply

Your email address will not be published.