ରାଜ୍ୟସଭା ଉପନିର୍ବାଚନ; ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ

0

ରାଜ୍ୟସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ। ବିଜେପି ପ୍ରାର୍ଥୀ ଭାବେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ। କିନ୍ତୁ ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିବାରୁ ଏହି ଉପନିର୍ବାଚନ ପାଇଁ ଆଉ ଭୋଟିଂର ଆବଶ୍ୟକତା ପଡ଼ିଲା ନାହିଁ। ଫଳରେ ସେ ନିର୍ଦ୍ୱନ୍ଦ୍ୱରେ ବିଜୟୀ ହୋଇଥିବା ନେଇ ଗୁରୁବାର ଘୋଷଣା କରାଯାଇଛି।

ରାଜ୍ୟସଭା ଉପନିର୍ବାଚନ ପାଇଁ ଜୁନ୍ ୫ରେ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ ସେ ବିଜେପି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି। ଏକାଧିକ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ।

Leave A Reply

Your email address will not be published.