ଆଜି ନିଜ ଘରକୁ ଫେରିବେ ଉଦ୍ଧାର ଶ୍ରମିକ

0

ଭୁବନେଶ୍ଵର (ଆମ ଟିଭି): ଖୁସି ରେ ଗାଁ ରେ ପ୍ରବଳ ଉତ୍ସାହ। କାରଣ ଆଜି ନିଜ ଘରକୁ ଫେରିବେ ଉତରକାଶୀ ସୁଡ଼ଙ୍ଗରୁ ଉଦ୍ଧାର ହୋଇଥବା ୪ ଓଡ଼ିଆ ଶ୍ରମିକ । ସେମାନେ ଶୁକ୍ରବାର ଠାରୁ ଓଡ଼ିଶା ଫେରିଥିବା ବେଳେ ଆଜି ନିଜ ଘରେ ପହଂଚିବେ । ପ୍ରଥମ ପର୍ଯ୍ୟାୟରେ ଭଗବାନ ଭତ୍ରା, ଧୀରେନ ନାୟକ, ରାଜୁ ନାୟକ ଏବଂ ବିଶ୍ୱେଶ୍ୱର ନାୟକ ଓଡ଼ିଶା ଫେରିଥିବା ବେଳେ ଭଦ୍ରକର ତପନ ମଣ୍ଡଳ ପରବର୍ତୀ ସମୟରେ ଓଡ଼ିଶା ଫେରିବେ ।

ଶ୍ରମ ମନ୍ତ୍ରୀ ସାରଦା ନାୟକ ସମସ୍ତ ଶ୍ରମିକଙ୍କ ସହ ଦିଲ୍ଲୀରୁ ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିଥିଲେ । ଭୁବନେଶ୍ୱରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରମିକଙ୍କୁ ସ୍ୱାଗତ କରାଯାଥିଲା ।

Leave A Reply

Your email address will not be published.