ବର୍ଷା ଓ ବନ୍ୟା ସ୍ଥିତିକୁ ଦେଖି ଆଜି ୯ ଜିଲ୍ଲାରେ ସ୍କୁଲ ଓ କଲେଜ ଛୁଟି

0

ଭୁବନେଶ୍ୱର (ଆମ ଟିଭି): ଲଘୁଚାପ ଜନିତ ବର୍ଷା ଆଜି ବି ବିଭିନ୍ନ ସ୍ତାନରେ ଲାଗି ରହିଛି । ଏଥିପାଇଁ ବର୍ଷା ଓ ବନ୍ୟା ସ୍ଥିତିକୁ ଦେଖି ଆଜି ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ରାୟଗଡ଼ା ଜିଲାରେ ସବୁ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି।

ସେହିପରି ଯାଜପୁର ଜିଲାର ୪ଟି ବ୍ଲକକୋରେଇ, ଯାଜପୁର, ବିଞ୍ଝାରପୁର ଓ ଦଶରଥପୁର)ରେ ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଥିବା ସୂଚନା ମିଳିଛି।

Leave A Reply

Your email address will not be published.