ସୁରକ୍ଷାର୍କମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ଜଣେ ଯବାନ ଆହତ

0

ନୂଆଦିଲ୍ଲୀ (ଆମ ଟିଭି): ଜମ୍ମୁ-କାଶ୍ମୀରର ପୁଲୱାମାରେ ପୁଣି ଆତଙ୍କବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି । ଏହି ଏନକାଉଣ୍ଟରରେ ଜଣେ ଯବାନ ଆହତ ହୋଇଥିବା ଜଣାପଡିଛି। ଏହି ଅପରେଶନରେ ଜମ୍ମୁ-କଶ୍ମୀର ପୋଲିସ ଏବଂ କେନ୍ଦ୍ରୀୟ ବାହିନୀର ଯବାନମାନେ ସାମିଲ ଥିଲେ। ବର୍ତ୍ତମାନ ସେଠାରେ ସର୍ଚ୍ଚ ଅପରେସନ ଜାରି ରହିଛି ।

 

Leave A Reply

Your email address will not be published.