ସ୍ନାନବେଦୀରେ ବିଜେ କଲେ ଶ୍ରୀଜିଉ

0

ପୁରୀ: ରବିବାର ପବିତ୍ର ସ୍ନାନ ପୂର୍ଣ୍ଣିମା। ଭୋରୁ ଶ୍ରୀଜିଉମାନଙ୍କ ପହଣ୍ଡି ଆରମ୍ଭ ହୋଇଯାଇଛି। ସକାଳ ୭ଟା ସୁଦ୍ଧା ମହାପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରା ଓ ମହାପ୍ରଭୁ ଜଗନ୍ନାଥଙ୍କ ପହଣ୍ଡି ସରିଯାଇଛି। ଶ୍ରୀଜିଉମାନେ ସ୍ନାନ ବେଦୀରେ ଉପବିଷ୍ଟ ହୋଇ ସାରିଲେଣି। ଶ୍ରୀଜିଉମାନଙ୍କୁ ଧାଡ଼ି ପହଣ୍ଡିରେ ଅଣାଯାଇଛି।

ନୀତିକାନ୍ତି ଅନୁସାରେ ମହାପ୍ରଭୁଙ୍କୁ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରାଯିବ। ପୂର୍ବରୁ ସୁନାକୁଅ ବି ଶୋଧ ହୋଇ ସାରିଛି। ତେବେ ସ୍ନାନ ଯାତ୍ରା ଦେଖିବା ପାଇଁ ପୁରୀରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ସମସ୍ତେ ଯେଭଳି ଶୃଙ୍ଖଳାର ସହ ଦର୍ଶନ କରିପାରିବେ ଶ୍ରୀମନ୍ଦିର ପ୍ରଶାସନ ଓ ପୁଲିସ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ଶୃଙ୍ଖଳାର ସହ

Leave A Reply

Your email address will not be published.