ପୁରୀରୁ ଦେଶର ପ୍ରମୁଖ ଧାର୍ମିକ ସ୍ଥଳକୁ ଗଡିବ ଭଲବୋ ବସ୍ ଶ୍ରୀଜଗନ୍ନାଥ ଏକ୍ସପ୍ରେସ, ଜାଣନ୍ତୁ ସମୟ ସାରଣୀ

0

ଭୁବନେଶ୍ବର (ଆମ ଟିଭି): ପୁରୀ ଜଗନ୍ନାଥ ଧାମରୁ ଦେଶର ପ୍ରମୁଖ ଧାର୍ମିକ ସ୍ଥଳକୁ ଗଡିବ ଜଗନ୍ନାଥ ଏକ୍ସପ୍ରେସ। ରାଜ୍ୟରେ ମୋହନ ସରକାରଙ୍କ ବର୍ଷପୂର୍ତ୍ତି ଉପଲକ୍ଷେ ଏହି ଯୋଜନା ଆରମ୍ଭ କରାଯିବ। ଏଥିପାଇଁ ରାଜ୍ୟ ଓଡିଶା ସଡକ ପରିବହନ ନିଗମ ତରଫରୁ ଏହି ପ୍ରସ୍ତୁତି ଆରମ୍ଭ କରାଯାଇଛି। ଯେଉଁ ସ୍ଥାନକୁ ଏହି ବସ ଯିବ ସେଗୁଡିକ ହେଲା

ଏହି ବସରେ ଆରମଦାୟକ ଯାତ୍ରା କରିବା ପାଇଁ ବ୍ୟବସ୍ଥା କରାଯାଇଛି। ଏପରିକି ବିମାନ ଯିବା ପରି ବନ୍ଦୋବସ୍ତ କରାଯାଇଛି।

Leave A Reply

Your email address will not be published.