ମହିଳା କମିଶନ ଅଧ୍ୟକ୍ଷା ହେଲେ ସୋଭନା ମହାନ୍ତି, କହୁକହୁ କହିଦେଲେ…

0

ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା। ନିଯୁକ୍ତି ନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି। ତେବେ ସୋଭନାଙ୍କୁ ଗୁରୁଦାୟିତ୍ୱ ମିଳିବା ପରେ ସେ କହିଛନ୍ତି, ମହିଳାଙ୍କୁ ନ୍ୟାୟ ପ୍ରଦାନ ପାଇଁ କାର୍ଯ୍ୟ କରିିବି। ରାଜ୍ୟ ସରକାର ଏହାକୁ ପ୍ରାଥମିକତା ଦେଉଛନ୍ତି।ବାଲେଶ୍ବର ଘଟଣାରେ କଠୋର ପଦକ୍ଷେପ ନେଇଛନ୍ତି। ଆଗକୁ ମଧ୍ୟ ମହିଳାଙ୍କୁ ନ୍ୟାୟ ପାଇଁ କଠୋର ପଦକ୍ଷେପ ନିଆଯିବ ବୋଲି ଗୁରୁ ଦାୟିତ୍ୱ ମିଳିବା ପରେ ସୋଭନା କହିଛନ୍ତି।

Leave A Reply

Your email address will not be published.