ହାଇକୋର୍ଟ ଗଲେ ସୋମାଲିକା

0

ପୁଣି ବିଜେଡି ବିଧାୟକ ବିଜୟ ଶଙ୍କରଙ୍କ ନାଁରେ ହାଇକୋର୍ଟରେ ମାମଲା । ଜଗତସିଂହପୁର ଥାନା ପୁଲିସର ନିଷ୍କ୍ରିୟତା ନେଇ ହାଇକୋର୍ଟରେ ମାମଲା କରିଛନ୍ତି ବିଧାୟକଙ୍କ ବାନ୍ଧବୀ ସୋମାଲିକା ।

ମାମଲାରେ ବିଧାୟକ ବିଜୟ ଶଙ୍କର ଦାଶ ଓ ଜଗତସିଂହପୁର ଏସପିଙ୍କ ସମେତ ୫ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି । ଜଗତସିଂହପୁର ଥାନାରେ ବିଧାୟକ ବିଜୟ ଶଙ୍କରଙ୍କ ବିରୋଧରେ ହୋଇଥିବା ମାମଲାରେ ପୁଲିସ ଠିକ୍ ଭାବରେ ତଦନ୍ତ କରୁନଥିବା ଦର୍ଶାଇ ସୋମାଲିକା ଏହି ମାମଲା କରିଛନ୍ତି ।

 

 

Leave A Reply

Your email address will not be published.