ଦିଲ୍ଲୀ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ

0

ନୂଆଦିଲ୍ଲୀ (ଆମ ଟିଭି ): ନୂଆଦିଲ୍ଲୀ ରୁ ଏକ ବଡ଼ ଖବର ଆସି ପହଞ୍ଚିଛି। କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଜ୍ୱର ଲାଗି ରହିଥିବାରୁ ତାଙ୍କୁ ଦିଲ୍ଲୀ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସ୍ୱତନ୍ତ୍ର ଡାକ୍ତରୀ ଟିମ ତାଙ୍କର ଚିକିତ୍ସାରେ ଅଛନ୍ତି ।

ତେବେ ସୋନିଆଙ୍କ ସ୍ୱାସ୍ଥାବସ୍ଥା ସ୍ଥିର ଥିବା ସୂଚନା ଦେଇଛନ୍ତି ଟିମ୍ ଡାକ୍ତର । ପୂର୍ବରୁ ମଧ୍ୟ ସୋନିଆଙ୍କ ସ୍ୱାସ୍ଥ୍ୟ ବିଗିଥିବାବେଳେ ଏହି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।

Leave A Reply

Your email address will not be published.