ଶୁଭେନ୍ଦୁଙ୍କ ବଡ଼ ନିଷ୍ପତ୍ତି ; ବାଂଲାଦେଶ ସୀମାରେ ଲାଗିବ ତାରବାଡ଼

0

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶୁଭେନ୍ଦୁ ଅଧିକାରୀ ଦାୟିତ୍ୱ ନେବା ପରେ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦୀର୍ଘଦିନ ଧରି ଥିବା ବାଂଲାଦେଶ ସୀମା ବିବାଦର ସମାଧାନର ବାଟ ଦେଖାଇଛନ୍ତି ମୁଖ୍ୟମନ୍ତ୍ରୀ।

ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିପାଇଁ ଆଗାମୀ ୪୫ ଦିନ ଭିତରେ ଜମି ଯୋଗାଇ ଦେବାକୁ ଘୋଷଣା କରିଛନ୍ତି। ୪୫ ଦିନରେ ସମଗ୍ର ଅଞ୍ଚଳ ସୀମା ସୁରକ୍ଷା ବଳ (ବିଏସଏଫ) ଅଧୀନରେ ରହିବ ବୋଲି ସେ କହିଛନ୍ତି।

Leave A Reply

Your email address will not be published.