ଏଣିକି ଦଶମଶ୍ରେଣୀ ଛାତ୍ରଛାତ୍ରୀ ପଢ଼ିବେ କୋଭିଡ୍ ପାଠ Rasmi Ranjan Jul 10, 2022 0 କଟକ (ଆମ ଟିଭି): ଏଣିକି ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ପଢ଼ିବେ କୋଭିଡ୍ ମହାମାରୀ ଏବଂ ଏହାର ପରିଚାଳନା ସମ୍ପର୍କିତ ପାଠ। ଏଥିଲାଗି ଚଳିତ ୨୦୨୨-୨୩ ଶିକ୍ଷା ବର୍ଷ ପାଇଁ ଦଶମ ଶ୍ରେଣୀର ଜୀବ…